PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

ରାଜ୍ୟରୁ ଉଠିଲା କୋଭିଡ କଟକଣା

ଭୁବନେଶ୍ବର, ୧୯।୧୧ ରାଜ୍ୟରୁ କୋଭିଡ କଟକଣା ଉଠାଇଲେ ରାଜ୍ୟ ସରକାର।  ସର୍ବସାଧାରଣ ସ୍ଥାନରେ ଏକାଠି ହେବା, ମାସ୍କ ପିନ୍ଧିବା ଓ ସର୍ବସାଧାରଣ ସ୍ଥାନରେ ଛେପ ପକାଇବା ଉପରେ ଲାଗିଥିବା ପ୍ରତିବନ୍ଧକ ହଟାଇ ଦିଆଯାଇଛି। କୋଭିଡ ନିୟମ ଉଂଲ୍ଲଘନ କଲେ ଲାଗିବନି ଫାଇନ।  କୋଭିଡ ସଂକ୍ରମଣ ହ୍ରାସ ପାଇଥିବାରୁ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି।  ତେବେ ଲୋକମାନେ ଆବଶ୍ୟକ ସ୍ଥଳେ ମାସ୍କ ପିନ୍ଧିପାରିବେ। ତେବେ ସ୍ବେଚ୍ଛାକୃତ ଭାବେ ନାଗରିକମାନେ କୋଭିଡ ଆଚରଣ ଅନୁସରଣ କରିବାକୁ ପରାମର୍ଶ ଦିଆଯାଇଛି।