ପ୍ରମୂଖ ଖବର
  • ଆମେରିକା ବନାମ ଆୟର୍ଲାଣ୍ଡ ମ୍ୟାଚ୍‌ ବାତିଲ, ଟି-୨୦ ବିଶ୍ବକପରୁ ପାକିସ୍ତାନ ଆଉଟ୍
  • ||
  • ସମ୍ବଲପୁର: ଟେଲର ଦୋକାନରେ ପଶି ମା’ ଝିଅଙ୍କୁ ହାଣିଲେ ଦୁର୍ବୃତ୍ତ
  • ||
  • ହଟିବ ବ୍ରିଟିଶ ଆଇନ୍ , ଲାଗୁ ହେବ ଭାରତୀୟ ନିୟମ, ଜୁଲାଇରୁ ଲାଗୁ ହେବ ନୂଆ ପୁଲିସ ଆଇନ
  • ||
  • ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ୨୦୨୪: ଫ୍ଲୋରିଡାରେ ବନ୍ୟା, ୟୁଏସ୍‌ଏ-ଆୟର୍ଲାଣ୍ଡ୍‌ ମ୍ୟାଚ୍‌ ବାତିଲ ଆଶଙ୍କା
  • ||
  • ମଙ୍ଗଳବାର ଖୋଲିବ ସ୍କୁଲ: ପ୍ରଥମରୁ ଦିଆଯିବ ମଧ୍ୟାହ୍ନଭୋଜନ, ରୋଷେଇ ପୂର୍ବରୁ ସାମଗ୍ରୀ ଯାଞ୍ଚ କରିବାକୁ ନିର୍ଦ୍ଦେଶ
  • ||
  • ରଥଖଳା ହାଲ୍‌ଚାଲ୍‌...ପାଞ୍ଚ ଦେବ ଦମ୍ପତିଙ୍କୁ ଏକତ୍ର ପନ୍ତି ଅର୍ପଣ ସମ୍ପନ୍ନ, ଦଣ୍ଡାରେ ଲାଗିଲା ଆଗ-ପଛ ମୁହାଁଟ
  • ||
  • କୋଣାର୍କ ରାସ୍ତାରେ ଓଲଟିଲା ପିକଅପ୍ ଭ୍ୟାନ୍, ୨ ମୃତ ୧୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଅସ୍ଥାୟୀ ବାଚସ୍ପତି: ୧୮ ଓ ୧୯ରେ ବିଧାୟକଙ୍କ ଶପଥ ଉତ୍ସବ, ୨୦ରେ ବାଚସ୍ପତି ନିର୍ବାଚନ
  • ||
  • ଶୁକ୍ରବାର ଶ୍ରୀମନ୍ଦିର ନୀତି ସବ୍‌କମିଟି ଓ ଛତିଶା ନିଯୋଗ ବୈଠକ, ସ୍ନାନଯାତ୍ରା ନୀତି ନିର୍ଘଣ୍ଟକୁ ମିଳିବ ଅନୁମୋଦନ
  • ||
  • ରଜ ମଉଜକୁ ଫିକା କରିଦେବ ଗୁଳୁଗୁଳି, ଆସନ୍ତା ୨ ଦିନ ଯାଏ ତାତିରୁ ନାହିଁ ନିସ୍ତାର
  • ||

ଓଡ଼ିଶାରେ ଚତୁର୍ଥ ପର୍ଯ୍ୟାୟ ମତଦାନ, ଦିନ ୧୧ଟା ସୁଦ୍ଧା ୨୨.୯୭ ପ୍ରତିଶତ ମତଦାନ

ଭୁବନେଶ୍ୱର ୦୧/୦୬: ଓଡ଼ିଶାରେ ଚତୁର୍ଥ ପର୍ଯ୍ୟାୟ ମତଦାନ। ଦିନ ୧୧ଟା ସୁଦ୍ଧା ୨୨.୯୭ ପ୍ରତିଶତ ମତଦାନ ହୋଇଛି। ବାଲେଶ୍ବରରେ ସର୍ବାଧିକ ୨୭.୮୪ ପ୍ରତିଶତ ମତଦାନ ହୋଇଥିବା ବେଳେ ଯାଜପୁରରେ ସର୍ବନିମ୍ନ ୧୯.୨୪ ପ୍ରତିଶତ ମତଦାନ ହୋଇଛି। ସେହିଭଳି ମୟୂରଭଞ୍ଜରେ ୨୨.୪୬%, କେନ୍ଦ୍ରାପଡ଼ାରେ ୨୨.୩୯ %, ଜଗତସିଂହପୁରରେ ୨୧.୭୬ ୫,  ଭଦ୍ରକରେ ୧୯.୪୬ % ମତଦାନ ହୋଇଥିବା ସୂଚନା ମିଳିଛି।

ସୂଚନା ମୁତାବିକ, ୬ଟି ଲୋକସଭା ଆସନ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର।୪୨ଟି ବିଧାନସଭା ଆସନ : ଯଶୀପୁର, ସାରସକଣା, ରାଇରଙ୍ଗପୁର, ବାଙ୍ଗିରିପୋଷି, ଉଦଳା, ବଡ଼ସାହି, ବାରିପଦା, ମୋରଡ଼ା, ଜଳେଶ୍ୱର, ଭୋଗରାଇ, ବସ୍ତା, ବାଲେଶ୍ୱର, ରେମୁଣା, ନୀଳଗିରି, ସୋର, ସିମୁଳିଆ, ଭଣ୍ଡାରୀପୋଖରୀ, ଭଦ୍ରକ, ବାସୁଦେବପୁର, ଧାମନଗର, ଚାନ୍ଦବାଲି, ବିଂଝାରପୁର, ବରୀ, ବଡ଼ଚଣା, ଧର୍ମଶାଳା, ଯାଜପୁର, କୋରେଇ, ସୁକିନ୍ଦା, ନିଆଳୀ, ସାଲେପୁର, ମାହାଙ୍ଗା, ପାଟକୁରା, କେନ୍ଦ୍ରାପଡ଼ା, ଆଳି, ରାଜନଗର, ମହାକାଳପଡ଼ା, ପାରାଦୀପ, ତିର୍ତ୍ତୋଲ, ବାଲିକୁଦା ଏରସମା, ଜଗତସିଂହପୁର, କାକଟପୁର, ନିମାପଡ଼ା।

  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.