ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଓଡ଼ିଶାରେ ଚତୁର୍ଥ ପର୍ଯ୍ୟାୟ ମତଦାନ, ଦିନ ୧୧ଟା ସୁଦ୍ଧା ୨୨.୯୭ ପ୍ରତିଶତ ମତଦାନ

ଭୁବନେଶ୍ୱର ୦୧/୦୬: ଓଡ଼ିଶାରେ ଚତୁର୍ଥ ପର୍ଯ୍ୟାୟ ମତଦାନ। ଦିନ ୧୧ଟା ସୁଦ୍ଧା ୨୨.୯୭ ପ୍ରତିଶତ ମତଦାନ ହୋଇଛି। ବାଲେଶ୍ବରରେ ସର୍ବାଧିକ ୨୭.୮୪ ପ୍ରତିଶତ ମତଦାନ ହୋଇଥିବା ବେଳେ ଯାଜପୁରରେ ସର୍ବନିମ୍ନ ୧୯.୨୪ ପ୍ରତିଶତ ମତଦାନ ହୋଇଛି। ସେହିଭଳି ମୟୂରଭଞ୍ଜରେ ୨୨.୪୬%, କେନ୍ଦ୍ରାପଡ଼ାରେ ୨୨.୩୯ %, ଜଗତସିଂହପୁରରେ ୨୧.୭୬ ୫,  ଭଦ୍ରକରେ ୧୯.୪୬ % ମତଦାନ ହୋଇଥିବା ସୂଚନା ମିଳିଛି।

ସୂଚନା ମୁତାବିକ, ୬ଟି ଲୋକସଭା ଆସନ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର।୪୨ଟି ବିଧାନସଭା ଆସନ : ଯଶୀପୁର, ସାରସକଣା, ରାଇରଙ୍ଗପୁର, ବାଙ୍ଗିରିପୋଷି, ଉଦଳା, ବଡ଼ସାହି, ବାରିପଦା, ମୋରଡ଼ା, ଜଳେଶ୍ୱର, ଭୋଗରାଇ, ବସ୍ତା, ବାଲେଶ୍ୱର, ରେମୁଣା, ନୀଳଗିରି, ସୋର, ସିମୁଳିଆ, ଭଣ୍ଡାରୀପୋଖରୀ, ଭଦ୍ରକ, ବାସୁଦେବପୁର, ଧାମନଗର, ଚାନ୍ଦବାଲି, ବିଂଝାରପୁର, ବରୀ, ବଡ଼ଚଣା, ଧର୍ମଶାଳା, ଯାଜପୁର, କୋରେଇ, ସୁକିନ୍ଦା, ନିଆଳୀ, ସାଲେପୁର, ମାହାଙ୍ଗା, ପାଟକୁରା, କେନ୍ଦ୍ରାପଡ଼ା, ଆଳି, ରାଜନଗର, ମହାକାଳପଡ଼ା, ପାରାଦୀପ, ତିର୍ତ୍ତୋଲ, ବାଲିକୁଦା ଏରସମା, ଜଗତସିଂହପୁର, କାକଟପୁର, ନିମାପଡ଼ା।

  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.