ପ୍ରମୂଖ ଖବର
  • ସାରା ରାଜ୍ୟରେ ଲାଗୁ ହେବ ସୁଭଦ୍ରା ଯୋଜନା, ୧୦୦ ଦିନ ଭିତରେ ହେବ କାର୍ଯ୍ୟକାରୀ
  • ||
  • ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମା' ତାରିଣୀ ପୀଠ ପାଇଁ ୫୦ କୋଟିର ଅନୁଦାନ
  • ||
  • T-20 ବିଶ୍ୱକପ୍ ସୁପର ୮ ରାଉଣ୍ଡ, ୨୧ ରନ୍‌ରେ କଙ୍ଗାରୁ ବାହିନୀ ଚିତ୍ ପଟାଙ୍ଗ, ଆଫଗାନିସ୍ତାନ ପ୍ରଥମ ବିଜୟ
  • ||
  • ଯୌନ ନିର୍ଯାତନା ମାମଲା, ପ୍ରଜ୍ବଳଙ୍କ ଭାଇ ସୂରଜ ରେଭାନ୍ନାକୁ ବାନ୍ଧିଲା ପୋଲିସ
  • ||
  • ମାଲକାନଗିରି ସହରର ଡିଏନ୍‌କେ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଜଣେ ମହିଳା ମୃତ
  • ||
  • ସାଲେପୁର: ବାଇକ୍‌ ସହ ପୋଲରୁ ଖସି ପଡ଼ିଲେ ୨ ଆରେହୀ, ଜଣେ ମୃତ ,ଜଣେ ଗୁରୁତର
  • ||
  • ରବିବାରଠୁ ୨ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ମା’ ତାରିଣୀଙ୍କୁ ଦର୍ଶନ ପରେ ଜନସମାବେଶରେ ହେବେ ସାମିଲ
  • ||
  • ଶ୍ରୀମନ୍ଦିରରେ ପଟିଦିଅଁ ବିଜେ, ଜ୍ୱରରୁ ମୁକ୍ତି ପାଇଁ ମହାପ୍ରଭୁଙ୍କ ଗୁପ୍ତ ଅନବସର ସେବା ଆରମ୍ଭ
  • ||
  • ଆସନ୍ତା ଦୁଇ ଦିନ ବିକ୍ଷିପ୍ତ ସ୍ଥାନରେ ବର୍ଷା ସମ୍ଭାବନା, ୨୫ରୁ ରାଜ୍ୟରେ ପ୍ରବଳ ଛେଚିବ
  • ||

ଓଡ଼ିଶାରେ ଶେଷ ପର୍ଯ୍ୟାୟ ଭୋଟିଂ, ଦିନ ୧ଟା ସୁଦ୍ଧା ୩୭.୬୪ ପ୍ରତିଶତ ମତଦାନ

ଭୁବନେଶ୍ୱର ୦୧/୦୬ : ରାଜ୍ୟରେ ଶେଷ ପର୍ଯ୍ୟାୟ ଶେଷ ମତଦାନ । ଦିନ ୧ଟା ସୁଦ୍ଧା ୩୭.୬୪ ପ୍ରତିଶତ ମତଦାନ ରେକର୍ଡ ହୋଇଛି । ଜଗତସିଂହପୁର ଲୋକସଭାରେ ୩୮.୮୨ ପ୍ରତିଶତ ମତଦାନ ରେକର୍ଡ ହୋଇଛି । ସେହିପରି ମୟୂରଭଞ୍ଜରେ ୪୦.୦୯ ପ୍ରତିଶତ, ବାଲେଶ୍ୱରରେ ୪୦.୭୧ ପ୍ରତିଶତ, ଭଦ୍ରକରେ ୩୬.୬୪ ପ୍ରତିଶତ,  ଯାଜପୁରରେ ୩୩.୯୬ ପ୍ରତିଶତ, କେନ୍ଦ୍ରାପଡ଼ାରେ ୩୫.୮୪ ପ୍ରତିଶତ ରେକର୍ଡ ହୋଇଛି ।

ଶେଷ ପର୍ଯ୍ୟାୟ ମତଦାନରେ ୧୪୦୦ରୁ  ଅଧିକ ବୁଥ୍‌ ସମ୍ପୂର୍ଣ୍ଣ ରୂପେ ମହିଳା କର୍ମଚାରୀଙ୍କ  ଦ୍ୱାରା ପରିଚାଳିତ କରୁଛନ୍ତି । ଏହି ପର୍ଯ୍ୟାୟରେ ପ୍ରାୟ ୭୨ ହଜାର ପୋଲିଂ କର୍ମଚାରୀ ନିୟୋଜିତ  ହୋଇଛନ୍ତି । ନିର୍ବାଚନକୁ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ କରିବାକୁ ସବୁପ୍ରକାର ପ୍ରସ୍ତୁତି ସରିଛି । ୪୨ଟି ନିର୍ବାଚନମଣ୍ଡଳୀରେ ଭୋଟ ପାଇଁ ମୋଟ  ୧୨୫ କମ୍ପାନି ସଶସ୍ତ୍ର କେନ୍ଦ୍ରୀୟ ବାହିନୀ ନିୟୋଜିତ ହୋଇଛନ୍ତି ।

  • PrameyaOdia
  • prameya
  • lok sabha election 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.