ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଓଡ଼ିଶାରେ ଶେଷ ପର୍ଯ୍ୟାୟ ଭୋଟିଂ, ଦିନ ୧ଟା ସୁଦ୍ଧା ୩୭.୬୪ ପ୍ରତିଶତ ମତଦାନ

ଭୁବନେଶ୍ୱର ୦୧/୦୬ : ରାଜ୍ୟରେ ଶେଷ ପର୍ଯ୍ୟାୟ ଶେଷ ମତଦାନ । ଦିନ ୧ଟା ସୁଦ୍ଧା ୩୭.୬୪ ପ୍ରତିଶତ ମତଦାନ ରେକର୍ଡ ହୋଇଛି । ଜଗତସିଂହପୁର ଲୋକସଭାରେ ୩୮.୮୨ ପ୍ରତିଶତ ମତଦାନ ରେକର୍ଡ ହୋଇଛି । ସେହିପରି ମୟୂରଭଞ୍ଜରେ ୪୦.୦୯ ପ୍ରତିଶତ, ବାଲେଶ୍ୱରରେ ୪୦.୭୧ ପ୍ରତିଶତ, ଭଦ୍ରକରେ ୩୬.୬୪ ପ୍ରତିଶତ,  ଯାଜପୁରରେ ୩୩.୯୬ ପ୍ରତିଶତ, କେନ୍ଦ୍ରାପଡ଼ାରେ ୩୫.୮୪ ପ୍ରତିଶତ ରେକର୍ଡ ହୋଇଛି ।

ଶେଷ ପର୍ଯ୍ୟାୟ ମତଦାନରେ ୧୪୦୦ରୁ  ଅଧିକ ବୁଥ୍‌ ସମ୍ପୂର୍ଣ୍ଣ ରୂପେ ମହିଳା କର୍ମଚାରୀଙ୍କ  ଦ୍ୱାରା ପରିଚାଳିତ କରୁଛନ୍ତି । ଏହି ପର୍ଯ୍ୟାୟରେ ପ୍ରାୟ ୭୨ ହଜାର ପୋଲିଂ କର୍ମଚାରୀ ନିୟୋଜିତ  ହୋଇଛନ୍ତି । ନିର୍ବାଚନକୁ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ କରିବାକୁ ସବୁପ୍ରକାର ପ୍ରସ୍ତୁତି ସରିଛି । ୪୨ଟି ନିର୍ବାଚନମଣ୍ଡଳୀରେ ଭୋଟ ପାଇଁ ମୋଟ  ୧୨୫ କମ୍ପାନି ସଶସ୍ତ୍ର କେନ୍ଦ୍ରୀୟ ବାହିନୀ ନିୟୋଜିତ ହୋଇଛନ୍ତି ।

  • PrameyaOdia
  • prameya
  • lok sabha election 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.