ପ୍ରମୁଖ ଖବର
  • ଅଯୋଧ୍ୟାରେ ରାମଲାଲାଙ୍କ ସୂର୍ଯ୍ୟତିଳକ, ଦିବ୍ୟ ରୂପ ଦେଖି ଭକ୍ତିରେ ବିଭୋର ହେଲେ ଶ୍ରଦ୍ଧାଳୁ
  • ||
  • ଦିନ ସାଢେ ୧୧ଟାରେ ୪୦ ଡିଗ୍ରୀ ଛୁଇଁଲା ତାପମାତ୍ରା, ବାଲେଶ୍ଵରରେ ସର୍ବାଧିକ ରେକର୍ଡ
  • ||
  • ଭୁବନେଶ୍ୱର : ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଯୋଗୁଁ ୩ ଦିନ ସ୍କୁଲ ଛୁଟି
  • ||
  • ମୁମ୍ୱାଇ: ଶୋଇବା ଅଧିକାର ମୌଳିକ ଆବଶ୍ୟକତା, ରାତି ଅଧରେ ଜେରା କରିବାରୁ ଇଡିକୁ ହାଇକୋର୍ଟ ନୋଟିସ୍‌
  • ||
  • ନୂଆଦିଲ୍ଲୀ : ଦ୍ୱିତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନ: ୧୬୭ ଜଣଙ୍କ ବିରୋଧରେ ସଙ୍ଗିନ ମାମଲା, କଂଗ୍ରେସର ଭେଙ୍କଟରମଣ ସବୁଠୁ ଧନୀ
  • ||
  • ଭୁବନେଶ୍ୱର : ପିସିସି ପ୍ରଚାର କମିଟି ବୈଠକ, ୨୮ରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧି
  • ||
  • ଆଇପିଏଲ୍‌ରେ ଆଜି ଦିଲ୍ଲୀ ଓ ଗୁଜୁରାଟ ମଧ୍ୟରେ ଟକ୍କର, ଅହମ୍ମଦାବାଦରେ ହେବ ମୁକାବିଲା
  • ||
  • ଦୁବାଇରେ ବର୍ଷାର ପ୍ରକୋପ, ଚାରିଆଡେ ଖାଲି ପାଣି ପାଣି, ଓମାନରେ ଚାଲିଗଲା ୧୮ ଜୀବନ
  • ||
  • ଭୁବନେଶ୍ଵର : ଅସହ୍ୟ ତାତି ଓ ଗୁଳୁଗୁଳିରେ ସିଝୁଛି ରାଜ୍ୟ, ୪ ଦିନ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ୧୮ ଓ ୧୯ରେ ୪୫ ଡିଗ୍ରୀ ଛୁଇଁବ
  • ||
  • ଭୁବନେଶ୍ଵର : ଆଜି ପବିତ୍ର ରାମନବମୀ, ପ୍ରାଣ ପ୍ରତିଷ୍ଠା ପରେ ଅଯୋଧ୍ୟାରେ ପ୍ରଥମ ରାମନବମୀ, ଆସିବେ ୨୫ ଲକ୍ଷ ଶ୍ରଦ୍ଧାଳୁ
  • ||

ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ସାଧାରଣ ନିର୍ବାଚନ: ଭୋଟ ଦିନ ସରକାରୀ ଅଫିସ୍‌, ବ୍ୟାଙ୍କ, କୋର୍ଟ ବନ୍ଦ

ଭୁବନେଶ୍ୱର,୦୪/୦୪: ଓଡ଼ିଶାରେ ଚାରିଟି ପର୍ଯ୍ୟାୟରେ ସାଧାରଣ ନିର୍ବାଚନ ହେବ । ଏହି ଚାରିଟି ପର୍ଯ୍ୟାୟ ନିର୍ବାଚନ ସମୟରେ ବ୍ୟାଙ୍କ ଓ ବ୍ୟାଙ୍କିଂ ସେକ୍ଟର,  ସରକାରୀ ଅଫିସ୍‌ ଓ କୋର୍ଟ ବନ୍ଦ ରହିବ । ଏନେଇ ବୁଧବାର ରାଜସ୍ୱ ଓ ବିପର୍ଯ୍ୟୟ  ପରିଚାଳନା ବିଭାଗ ପକ୍ଷରୁ ନିର୍ଦ୍ଦେଶାନାମା ଜାରି ହୋଇଛି । 

ଆସନ୍ତା ମେ ୧୩ରେ  କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ  ହେବ । ମେ ୨୦ରେ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ଏବଂ ଆସ୍କା, ମେ ୨୫ ତୃତୀୟ ପର୍ଯ୍ୟାୟରେ ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ, ଭୁବନେଶ୍ୱର ଏବଂ ଜୁନ୍‌ ୧ ଚତୁର୍ଥ ପର୍ଯ୍ୟାୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ,  ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ନିର୍ବାଚନ ହେବ । ବିଭିନ୍ନ ପର୍ଯ୍ୟାୟରେ  ଯେଉଁ ଯେଉଁ ସ୍ଥାନରେ ମତଦାନ ହେବ ସେହି ସ୍ଥାନରେ ଥିବା ବ୍ୟାଙ୍କ ବନ୍ଦ ରହିବ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.