ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଡା. ବିଜୟ ମହାପାତ୍ର ହେଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶ, ଆଜି ଅବସର ନେବେ ଡାକ୍ତର ନିରଞ୍ଜନ ମିଶ୍ର

ଭୁବନେଶ୍ୱର,୩୦/୦୪: ମଙ୍ଗଳବାର ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଅବସର ଗ୍ରହଣ କରିବେ । ତାଙ୍କ ସ୍ଥାନରେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ କୁମାର ମହାପାତ୍ର ଦାୟିତ୍ୱ ଗ୍ରହଣ କରିବେ । ପରବର୍ତ୍ତୀ ନିର୍ଦ୍ଦେଶନାମା ଜାରି ନହେବା ପର୍ଯ୍ୟନ୍ତ ଡାକ୍ତର ମହାପାତ୍ର ଜନସ୍ୱାସ୍ଥ୍ୟ  ନିର୍ଦ୍ଦେଶକ ଭାବେ କାର୍ଯ୍ୟଭାର ତୁଲାଇବେ । ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ବିଜ୍ଞପ୍ତି  ପ୍ରକାଶ ପାଇଛି । ଡାକ୍ତର ମିଶ୍ର ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ ପରେ  ନିର୍ଦ୍ଦେଶାଳୟରେ ଅନେକ ଗଠନମୂଳକ  କାର୍ଯ୍ୟ କରିଥିଲେ । ତାଙ୍କ କାର୍ଯ୍ୟଦକ୍ଷତା  ପାଇଁ ଜାତୀୟସ୍ତସ୍ତରରେ ଓଡ଼ିଶା ବାରମ୍ବାର  ସମ୍ମାନ ଓ ପୁରସ୍କାର ପାଇଥିଲ

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.