PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୋଲକାତା :ପଶ୍ଚିମବଙ୍ଗ ବିଜେପି ନେତାଙ୍କ ଅଭିଯୋଗ, ରାଜ୍ୟରେ ମମତା ବାନାର୍ଜି ଓ ଶୁଭେନ୍ଦୁ ଅଧିକାରୀଙ୍କ ଭିତରେ ହୋଇଛି ଗୁପ୍ତ ବୁଝାମଣା…
  • ||
  • ନୟାଗଡ଼ : ମାର୍ବଲ ବୋଝେଇ ଟ୍ରକ୍ ପଛକୁ ପିଟିଲା ମାଣିକେଶ୍ଵରୀ ବସ୍ : ଜଣେ ମୃତ,୫ ଗୁରୁତର
  • ||
  • ଭୁବନେଶ୍ୱର: ଆଜି ପଛୁଆ ବର୍ଗର ଭାରତ ବନ୍ଦ ଡାକରା, ସକାଳ ସାଢ଼େ ୯ଟା ପୂର୍ବରୁ ଅଫିସ ପହଞ୍ଚିବାକୁ ନିର୍ଦ୍ଦେଶ
  • ||
  • ଭୁବନେଶ୍ୱର: ଏବେ ଉତ୍ତର ପୂର୍ବରୁ ପବନ ବହୁଥିବାରୁ କମିବ ଶୀତ, ୩ ତାରିଖରୁ ପ୍ରବଳ ଶୀତ: ୫.୬ ଡିଗ୍ରୀରେ ଥରୁଛି ସିମିଳିଗୁଡ଼ା
  • ||

ଓଡ଼ିଶା ପୁଲିସ୍‌ ହାଉସିଂ ପକ୍ଷରୁ ଲାଭାଂଶ ପ୍ରଦାନ

ଭୁବନେଶ୍ୱର,୨୪ା୧(ବ୍ୟୁରୋ): ଓଡ଼ିଶା ଆରକ୍ଷୀ ଗୃହ ନିର୍ମାଣ ଓ କଲ୍ୟାଣ ନିଗମ ପକ୍ଷରୁ ୨୦୧୭-୧୮ ବର୍ଷର ଲାଭ ବାବଦରେ ରାଜ୍ୟ ସରକାରଙ୍କୁ ୪,୨୩,୭୫,୦୦୦ ଟଙ୍କାର ଲାଭାଂଶ ପ୍ରଦାନ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ନିଗମର ସିଏମ୍‌ଡି ଲଳିତ ଦାସ ଏହା ପ୍ରଦାନ କରିଥିଲେ । ଏହି ଅବସରରେ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଅସିତ୍‌ ତ୍ରିପାଠୀ, ନିଗମର ବିତ୍ତ ପରାମର୍ଶଦାତା ରାଜକିଶୋର ମିଶ୍ର, କମ୍ପାନୀ ସଚିବ ସୁଶାନ୍ତ କୁମାର ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ ।