PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱରରୁ ଦୁବାଇ ବିମାନ ସେବା ପାଇଁ ଟିକେଟ ବୁକିଂର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ସୋଆର ନୂତନ କୁଳପତି ଭାବେ ଦାୟିତ୍ୱ ଗ୍ରହଣ କଲେ ପ୍ରଫେସର ପି.କେ. ନନ୍ଦ
  • ||
  • ୫ଟି ସଚିବଙ୍କ ପୁରୀ ଗସ୍ତ, ଶ୍ରୀ ଜଗନ୍ନାଥ କ୍ରୀଡା କମ୍ପ୍ଲେକ୍ସ ନିର୍ମାଣର ଅଗ୍ରଗତି କଲେ ସମୀକ୍ଷା
  • ||
  • ଭୁବନେଶ୍ଵର : ଓଡ଼ିଶା ଦିବସରେ କାଳିଆ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ, ୪୩ ଲକ୍ଷରୁ ଉର୍ଦ୍ଧ୍ଵ ଚାଷୀଙ୍କ ବ୍ୟାଙ୍କ ଖାତାକୁ ଗଲା ୮୭୭ କୋଟି
  • ||
  • ଭୁବନେଶ୍ଵର : ମେଟ୍ରୋ ଟ୍ରେନ୍ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ପ୍ରଥମ ପର୍ଯ୍ୟାୟରେ ଏୟାରପୋର୍ଟରୁ ତ୍ରିଶୂଳିଆକୁ ଗଡିବ ମେଟ୍ରୋ
  • ||
  • ଭୁବନେଶ୍ୱର : ଭୁବନେଶ୍ୱର-କଟକ ମଧ୍ୟରେ ପ୍ରସ୍ତାବିତ ମେଟ୍ରୋ ଟ୍ରେନ୍ ପ୍ରତିଷ୍ଠା ପାଇଁ ପ୍ରକ୍ରିୟା ଆରମ୍ଭ, ସ୍ଥିତି ଅନୁଧ୍ୟାନ କଲେ ୫ଟି ସଚିବ
  • ||
  • ପୁରୀ : ପୁରୀରେ ପୁଣି ଆତଙ୍କରାଜ, ଦୋକାନ ବାହାରେ ଥୁଆ ହୋଇଥିବା ବାଇକ୍ ଜାଳିଦେଲେ ଦୁର୍ବୃତ୍ତ
  • ||
  • ବସ୍ତା : ସୁବର୍ଣ୍ଣରେଖା ନଦୀରୁ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର
  • ||
  • ବଲାଙ୍ଗୀର : ଜାଲ ସାର୍ଟିଫିକେଟ ମାମଲା : ତଦନ୍ତ କରିବ କ୍ରାଇମବ୍ରାଞ୍ଚ, ଗଠନ ହେଲା ୨ଟି ଟିମ୍
  • ||

ଓଡ଼ିଶା ପୁଲିସ୍‌ ହାଉସିଂ ପକ୍ଷରୁ ଲାଭାଂଶ ପ୍ରଦାନ

ଭୁବନେଶ୍ୱର,୨୪ା୧(ବ୍ୟୁରୋ): ଓଡ଼ିଶା ଆରକ୍ଷୀ ଗୃହ ନିର୍ମାଣ ଓ କଲ୍ୟାଣ ନିଗମ ପକ୍ଷରୁ ୨୦୧୭-୧୮ ବର୍ଷର ଲାଭ ବାବଦରେ ରାଜ୍ୟ ସରକାରଙ୍କୁ ୪,୨୩,୭୫,୦୦୦ ଟଙ୍କାର ଲାଭାଂଶ ପ୍ରଦାନ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ନିଗମର ସିଏମ୍‌ଡି ଲଳିତ ଦାସ ଏହା ପ୍ରଦାନ କରିଥିଲେ । ଏହି ଅବସରରେ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଅସିତ୍‌ ତ୍ରିପାଠୀ, ନିଗମର ବିତ୍ତ ପରାମର୍ଶଦାତା ରାଜକିଶୋର ମିଶ୍ର, କମ୍ପାନୀ ସଚିବ ସୁଶାନ୍ତ କୁମାର ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ ।