ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତି ମୁକାବିଲା ପାଇଁ ଓଡ଼ିଶା ପ୍ରସ୍ତୁତ : ମହଜୁଦ ଅଛି ଅତ୍ୟାବଶ୍ୟକ ସାମଗ୍ରୀ, କଳାବଜାରୀକୁ ଦିଆଯିବନି ପ୍ରଶୟ

Published By : Rasmita Pradhan | May 8, 2025 12:39 PM

ଭୁବନେଶ୍ଵର, ୦୮/୦୫ : ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତି ମୁକାବିଲା ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ପ୍ରତିକ୍ରିୟା। ସବୁ ପ୍ରକାର ସ୍ଥିତି ପାଇଁ ଓଡ଼ିଶା ସମ୍ପୂର୍ଣ୍ଣ ପ୍ରସ୍ତୁତ। ବଜାରରେ ଯଥେଷ୍ଟ ପରିମାଣରେ ମହଜୁଦ ଅଛି ଡାଲି, ଚାଉଳ, ତେଲ ଭଳି ଅତ୍ୟାବଶ୍ୟକ ସାମଗ୍ରୀ। କୌଣସି ପ୍ରକାର କଳାବଜାରୀକୁ ଦିଆଯିବନି ପ୍ରଶୟ। ସରକାରଙ୍କ ନଜରରେ ଅଛି ମାର୍କେଟ୍। ଅପରେସନ ସିନ୍ଦୂରରେ ସୀମିତ ରହିବନି ଆକ୍ସନ। ପ୍ରଧାନମନ୍ତ୍ରୀ କହିଛନ୍ତି ଆଗକୁ ନିଆଯିବ ଆହୁରି ବଡ଼ କାର୍ଯ୍ୟାନୁଷ୍ଠାନ। 

ସେହିପରି ମନ୍ତ୍ରୀ କହିଛନ୍ତି ଯେ, ରବି ଧାନ ପାଇଁ ପଞ୍ଜିକରଣ ସରିଛି। ଏହାପରେ ସାଟେଲାଇଟ୍ ସର୍ଭେ କରାଯିବ। ଏଥର ଆମେ ୨୦ଟି ଜିଲ୍ଲାକୁ ନେଇଛୁ। ଆଗରୁ ୧୭ ଜିଲ୍ଲାରେ ପଞ୍ଜିକରଣ ହେଉଥିଲା। ସପ୍ତାହେ ଭିତରେ ଧାନ କିଣା ପ୍ରକ୍ରିୟା ଆରମ୍ଭ ହେବ। ୪୮ ଘଣ୍ଟା ଭିତରେ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ଯିବ। ମଣ୍ଡି ଦାୟିତ୍ୱରେ ନୋଡାଲ ଅଫିସର ରହିବେ। ଆମର ଟାର୍ଗେଟ୍ ୧୫ ଲକ୍ଷ ମେଟ୍ରିକ୍ ଟନ୍ ରହିଛି। ପ୍ରଥମ ପର୍ଯ୍ୟାୟରେ ୧୦ ଲକ୍ଷ ମେଟ୍ରିକ୍ ଟନ୍ ଧାନ ସଂଗ୍ରହ ପାଇଁ ଲକ୍ଷ୍ୟ ରହିଛି। କଟନୀ ଛଟନୀ କରାଇ ଦିଆଯାଇ ନାହିଁ। ଅସାଧୁ ମିଲରମାନଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ।   

ଏହି ଖବରଟିକୁ ପଢନ୍ତୁ- ଭୁବନେଶ୍ୱରକୁ ପ୍ରଦୂଷଣ ମୁକ୍ତ କରିବାକୁ ଅଣ୍ଟା ଭିଡିଛନ୍ତି ରାଜ୍ୟ ସରକାର, ରାଜଧାନୀରେ ନିର୍ମାଣ ହେବ ୨୩ ଇଭି ଷ୍ଟେସନ

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.