ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ପଦ୍ମଶ୍ରୀ ମାଗୁଣି କୁଅଁରଙ୍କ ପରଲୋକ, ୮୮ ବର୍ଷ ବୟସରେ କଲେ ଶେଷ ନିଶ୍ୱାସ ତ୍ୟାଗ

କେନ୍ଦୁଝର ୦୧/୦୬: ବିଶିଷ୍ଟ କାଠ କଣ୍ଢେଇ ନୃତ୍ୟୁଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁରଙ୍କ ଦେହାନ୍ତ। ବାର୍ଦ୍ଧକ୍ୟ ଜନିତ ଅସୁସ୍ଥତା ଯୋଗୁଁ ୮୮ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଶ୍ରୀ କୁଅଁର ବହୁଦିନ ଧରି ଅସୁସ୍ଥତାରେ ରହି କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। କେନ୍ଦୁଝର ପୁରୁଣାବଜାର ବାସଭବନରେ ତାଙ୍କର ଦେହାନ୍ତ ହୋଇଛି। ତାଙ୍କ ଦେହାନ୍ତ ପରେ ଅଞ୍ଚଳରେ ଶୋକ ଛାୟ ଖେଳିଯାଇଛି। କଣ୍ଢେଇ ନୃତ୍ୟକୁ ନିଜର ଅକ୍ଲାନ୍ତ ପରିଶ୍ରମ ଦ୍ଵାରା ବିଶ୍ଵ ଦରବାରରେ ପରିଚିତ କରି ଥିବାରୁ ତାଙ୍କୁ ଭାରତ ସରକାର ୨୦୨୩ ମସିହାରେ ପଦ୍ମଶ୍ରୀରେ ସମ୍ମାନିତ କରିଥିଲେ।



  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.