ପ୍ରମୂଖ ଖବର
  • ବିହାରରେ ୧୭ଟି ରାଜନୈତିକ ଦଳକୁ ନିର୍ବାଚନ ଆୟୋଗଙ୍କ କାରଣ ଦର୍ଶାଅ ନୋଟିସ୍
  • ||
  • ଖନ୍ତାପଡ଼ା : ବାଇକକୁ ପଛରୁ ଧକ୍କା ଦେଲା ବସ୍ , ଅଙ୍ଗନବାଡି କର୍ମୀ ମୃତ ,ଶିକ୍ଷକ ଆହତ
  • ||
  • ମତ୍ସ୍ୟ ସେବାରେ ୨୧୭ ନୂତନ ପଦବୀ ଏବଂ ଉଦ୍ୟାନ କୃଷି ସେବାରେ ୬୭ ନୂତନ ପଦବୀ ସୃଷ୍ଟି
  • ||
  • ଦିଗପହଣ୍ଡି ଓସ୍ତାପଲ୍ଲୀରେ ବ୍ୟାପୁଛି ଝାଡାବାନ୍ତି, ମୃତ୍ୟୁ ସଂଖ୍ୟା ୨ରେ ପହଞ୍ଚିଲା
  • ||
  • ପ୍ରସିଦ୍ଧ ୟୁଟ୍ୟୁବର ମନୀଷ କଶ୍ୟପ ‘ଜନ ସୁରାଜ’ ପାର୍ଟିରେ ସାମିଲ
  • ||
  • ପ୍ରକାଶ ପାଇଲା ଯୁକ୍ତ ୨ ପ୍ରଥମ ମେଧା ତାଲିକା, କାଲିଠୁ ଆରମ୍ଭ ହେବ ନାମଲେଖା: ୨୪ରୁ ଏକାଦଶ ଶ୍ରେଣୀ ପାଠପଢ଼ା
  • ||
  • ସୁରକ୍ଷା ବାହିନୀକୁ ବଡ଼ ସଫଳତା, ଏନକାଉଣ୍ଟରରେ PLGA ବାଟାଲିୟନ ଡେପୁଟି କମାଣ୍ଡର ନିହତ
  • ||
  • ରାଜଧାନୀରୁ ୨୬୫ ଗ୍ରାମ ବ୍ରାଉନ ସୁଗର ଜବତ, ଅଭିଯୁକ୍ତ ଗିରଫ
  • ||
  • ଢେଙ୍କାନାଳ : ଫାର୍ମହାଉସ୍‌ରୁ ଶ୍ରମିକଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ତଦନ୍ତ କରୁଛି ପୁଲିସ
  • ||
  • IT ଅଫିସରେ ହାଜର ହେଲେ ବିଶାଳ ଦାସ, କିଛି ଦିନ ପୂର୍ବରୁ ହୋଇଥିଲା ଚଢାଉ
  • ||
  • ଭଦ୍ରକ : ବିପଦ ସଂକେତ ତଳେ ବୈତରଣୀରେ ବନ୍ୟା ଜଳ, ୧୮.୦୭ ମିଟରରେ ପ୍ରବାହିତ
  • ||
  • ଅଧରପଣା ପାଇ ତୃପ୍ତ ହେବେ ଦେବାଦେବୀଙ୍କ ସମେତ ଯୋଗିନୀଗଣ, ପଣା ସଂଗ୍ରହ ଉପରେ ଲାଗିଲା କଟକଣା
  • ||
  • ଢେଙ୍କାନାଳ : ୪୦ ଟିକିଆ ହାତୀପଲ ନଦୀ ପାର ବେଳେ ଅଘଟଣ, ବ୍ରାହ୍ମଣୀ ନଦୀରେ ଭାସିଗଲେ ୩ ହାତୀ, ଦୀର୍ଘ ସମୟର ପରେ ଉଦ୍ଧାର
  • ||
  • ରଥାରୂଢ଼ ଠାକୁରଙ୍କୁ ଅଧର ପଣା ଭୋଗ ଅର୍ପଣ ନୀତି, ଆଜି ପାର୍ଶ୍ୱଦେବାଦେବୀ ଓ ଅଶରୀରଙ୍କୁ ହେବ ସମର୍ପଣ
  • ||
  • ବାଲେଶ୍ୱର : ବାଗୁଡ଼ି ଯୋଡ଼ାମ୍ବ ଛକ SBI ଏଟିଏମ୍‌ରୁ ଲୁଟ୍, ଗ୍ୟାସ୍‌ କଟରରେ ଏଟିଏମ୍‌ କାଟି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ବଙ୍ଗୋପସାଗରେ ଲଘୁଚାପ ସକ୍ରିୟ; ଆଜି ୭ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||

କଳାବ୍ୟାଜ୍ ପିନ୍ଧି କାର୍ଯ୍ୟରେ ଯୋଗଦେଲେ ଓଡ଼ିଶା ରାଜସ୍ୱ ଅମଲା ସଂଘ

Published By : Harapriya Sethi | July 7, 2025 2:17 PM

ନବରଙ୍ଗପୁର,୦୭/୦୭: ଓଡ଼ିଶା ରାଜସ୍ୱ ଅମଲା ସଂଘ ନବରଙ୍ଗପୁର ଶାଖାର କର୍ମକର୍ତ୍ତା ଆଜି ଠାରୁ କଳାବ୍ୟାଜ୍ ପିନ୍ଧି କାର୍ଯ୍ୟରେ ଯୋଗ ଦେଇଛନ୍ତି। ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ କଳାବ୍ୟାଜ୍ ପରିଧାନ କରିବେ। ତଥାପି ଯଦି ସେମାନଙ୍କ ଦାବି ପୂରଣ କରିବାରେ ରାଜ୍ୟସରକାର ଅବହେଳା କରିନ୍ତି, ଜୁଲାଇ ୧୪ରୁ ସଂପୂର୍ଣ୍ଣ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଓଡିଶା ରାଜସ୍ୱ ଅମଲା ସଂଘର ରାଜ୍ୟ ସଭାପତି ତ୍ରିପତି ବାଲାଜୀ ସାହୁ କହିଛନ୍ତି।

ସୂଚନା ମୁତାବକ, ସେମାନଙ୍କର ୧୦ଦଫା ଦାବି ମଧ୍ୟରୁ ଜିଲ୍ଲା ସ୍ତରୀୟ କାର୍ଯ୍ୟରତ ରାଜସ୍ୱ ଅମଲାଙ୍କ ମୂଳ ଦରମା ଓଆରଏସ୍କି -୨୦୧୭ନିୟମ ଅନୁଯାୟୀ ଲେବୁଲ ୯କୁ ବୃଦ୍ଧି, ଜିଲ୍ଲାରେ ନୂତନ ପଦବୀ ସୃଷ୍ଟି ଓ ପଦବୀ ପୁନର୍ଗଠନ, ରାଜ୍ୟରେ କାର୍ଯ୍ୟରତ ସମସ୍ତ ସରକାରୀ କର୍ମଚାରୀଙ୍କୁ ୨୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବାର୍ଷିକ ସ୍ୱାସ୍ଥ୍ୟବୀମା ଲାଗୁ କରିବାକୁ ଦାବି କରିଛନ୍ତି । ସେହିଭଳି ୧୯୯୦ ମସିହାର ପୁନଃଥଇଥାନ ଯୋଜନାର ନିୟମାବଳୀ ଲାଗୁ କରି ମୃତ କର୍ମଚାରୀଙ୍କ ପରିବାର ସଦସ୍ୟଙ୍କୁ ସରକାରୀ ଚାକିରି ପ୍ରଦାନ, ରାଜସ୍ୱ ଅମଲାଙ୍କୁ ଶତ ପ୍ରତିଶତ ପଦୋନ୍ନତି, ପୁରୁଣା ପେନସନ୍‌ ଯୋଜନା ଲାଗୁ କରିବାକୁ ଅମଲା ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲା । ଦୀର୍ଘ ଦିନ ଧରି ରାଜସ୍ୱ ଅମଲାଙ୍କ ଦାବିଗୁଡିକୁ ସରକାର ପୂରଣ କରୁନଥିବାରୁ ଅମଲ ସଂଘ ଆନ୍ଦୋଳନକୁ ଓହ୍ଲାଇବାକୁ ବାଧ୍ୟ ହେବ ବୋଲି ରାଜ୍ୟ ସଭାପତି ତ୍ରିପତି ବାଲାଜୀସାହୁ କହିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.