ପ୍ରମୂଖ ଖବର
  • ରଥଯାତ୍ରା ଏଂବ ସ୍ନାନ ପୂର୍ଣ୍ଣିମାକୁ ନେଇ ଗୁରୁତ୍ଵପୂର୍ଣ୍ଣ ବୈଠକ ବସିବ, ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ
  • ||
  • ପଙ୍କରେ ଫସିଲେ ୩ ଦନ୍ତା ହାତୀ, ଖାଦ୍ୟ ଅନ୍ବେଷଣରେ ଆସି ଅଟକି ରହିଛନ୍ତି
  • ||
  • ମୋହନା: ଶଳାକୁ ଗୁଳି କରି ହତ୍ୟା କଲା ଭିଣୋଇ
  • ||
  • ଜମି ବିବାଦକୁ ନେଇ ମାଆ ଓ ଝିଅଙ୍କୁ ଛୁରା ମାଡ଼ ଘଟଣା, ଜେଲ ଗଲା ଅଭିଯୁକ୍ତ ସୂରଜ
  • ||
  • ଭାରତୀୟ ରେଳବାଇ ରଚିଲା ଇତିହାସ, 'ଲିମକା ବୁକ୍ ଅଫ୍ ରେକର୍ଡସ'ରେ ପାଇଲା ସ୍ଥାନ
  • ||
  • କରଞ୍ଜିଆ: ଫେରିଲେ ଝାଡ଼ଖଣ୍ଡି ହାତୀପଲ, ୨୦ରୁ ଊର୍ଦ୍ଧ୍ବ ଗାଁରେ ଭୟର ବାତାବରଣ
  • ||
  • ଅଗ୍ନିକାଣ୍ଡରେ ଜଳିଗଲା ଦୁଇ ବଖରା ଘର, ନିଆଁରେ ପୋଡି ହୋଇ ମହିଳା ଗୁରୁତର
  • ||
  • ଆଜି ଶେଷ ରଜ ଉତ୍ସବ: ସବୁଠି ପିଠା, ମିଠା, ପାନର ଆସର
  • ||
  • ଆଜି ପିତୃ ଦିବସ: ବାପାଙ୍କ ପାଇଁ ଦିନଟିଏ, ବାପା ବିଶ୍ବାସର ବରଗଛ, ଭରଷାର ଭବିଷ୍ୟତ
  • ||
  • ଓଡ଼ିଶାରେ ନାକେଦମ୍ କରୁଛି ତାତି, କାଲିଠୁ ମିଳିବ ଆଶ୍ୱସ୍ତି: ୨୪ ସୁଦ୍ଧା ରାଜ୍ୟରେ ମୌସୁମୀ ବର୍ଷା ସମ୍ଭାବନା
  • ||

ଦ୍ଵିତୀୟ ପର୍ଯ୍ୟାୟ ଭୋଟ୍ ଦେଉଛି ଓଡ଼ିଶା, ସକାଳ ୧୧ଟା ସୁଦ୍ଧା ଲୋକସଭା ଆସନ ପାଇଁ ୨୧.୦୭% ମତଦାନ

ଭୁବନେଶ୍ୱର ୨୦/୦୫ : ଦ୍ଵିତୀୟ ପର୍ଯ୍ୟାୟ ଭୋଟ୍ ଦେଉଛି ଓଡ଼ିଶା। ସକାଳ ୧୧ଟା ସୁଦ୍ଧା ରାଜ୍ୟରେ ୨୧.୦୭ ପ୍ରତିଶତ ମତଦାନ ହୋଇଛି। ବରଗଡ଼ରେ ସର୍ବାଧିକ ୨୨.୯୫ ପ୍ରତିଶତ ଭୋଟିଂ ହୋଇଥିବା ବେଳେ ବଲାଙ୍ଗୀରରେ ସର୍ବନିମ୍ନ ୧୭.୯୦ ପ୍ରତିଶତ ମତଦାନ ହୋଇଛି। ସେହିପରି ଆସ୍କାରେ ୨୧.୫୩ ପ୍ରତିଶତ, କନ୍ଧମାଳରେ ୨୧.୧୯ ପ୍ରତିଶତ ଏବଂ ସୁନ୍ଦରଗଡ଼ରେ ୨୧.୧ ପ୍ରତିଶତ ମତଦାନ ରେକର୍ଡ କରାଯାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.