ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ବରଗଡ଼ରେ ନିର୍ବାଚନୀ ହିଂସା: ଛୁରାମାଡ଼ରେ ଆଖିବୁଜିଲେ ବିଶ୍ୱନାଥ ମିର୍ଦ୍ଧା, ଅଭିଯୁକ୍ତ ଫେରାର

ବରଗଡ଼ ୨୦/୦୫: ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ଚାଲିଛି। ଏହା ମଧ୍ୟରେ ବରଗଡ଼ରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ବରଗଡ଼ ସରସରା ଗାଁରେ ଜଣଙ୍କୁ ଛୁରା ମାଡ଼ ହୋଇଛି। ଯେଉଁ ଥିରେ ତାଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ବିଶ୍ବନାଥ ମିର୍ଦ୍ଧା ବୋଲି ଜଣାପଡିଛି। ଛୁରାମାଡ କରିବା ପରେ ଅଭିଯୁକ୍ତ ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ପୋଲସି ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। ହତ୍ୟାକାଣ୍ଡ ପରେ ଅଞ୍ଚଳରେ‌ ଚାପା ଉତ୍ତୋଜନା ଦେଖାଦେଇଛି। ଅଭିଯୁକ୍ତଙ୍କୁ ଧରିବା ପାଇଁ ସାଧାରଣରେ ଦାବି ଉଠିଛି। ତେବେ କେଉଁ କାରଣରୁ ଏଭଳି ବିଭତ୍ସ ହତ୍ୟାକାଣ୍ଡ ହୋଇଛି। ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନାହିଁ। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.