ପ୍ରମୂଖ ଖବର
  • ରଥଯାତ୍ରା ଏଂବ ସ୍ନାନ ପୂର୍ଣ୍ଣିମାକୁ ନେଇ ଗୁରୁତ୍ଵପୂର୍ଣ୍ଣ ବୈଠକ ବସିବ, ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ
  • ||
  • ପଙ୍କରେ ଫସିଲେ ୩ ଦନ୍ତା ହାତୀ, ଖାଦ୍ୟ ଅନ୍ବେଷଣରେ ଆସି ଅଟକି ରହିଛନ୍ତି
  • ||
  • ମୋହନା: ଶଳାକୁ ଗୁଳି କରି ହତ୍ୟା କଲା ଭିଣୋଇ
  • ||
  • ଜମି ବିବାଦକୁ ନେଇ ମାଆ ଓ ଝିଅଙ୍କୁ ଛୁରା ମାଡ଼ ଘଟଣା, ଜେଲ ଗଲା ଅଭିଯୁକ୍ତ ସୂରଜ
  • ||
  • ଭାରତୀୟ ରେଳବାଇ ରଚିଲା ଇତିହାସ, 'ଲିମକା ବୁକ୍ ଅଫ୍ ରେକର୍ଡସ'ରେ ପାଇଲା ସ୍ଥାନ
  • ||
  • କରଞ୍ଜିଆ: ଫେରିଲେ ଝାଡ଼ଖଣ୍ଡି ହାତୀପଲ, ୨୦ରୁ ଊର୍ଦ୍ଧ୍ବ ଗାଁରେ ଭୟର ବାତାବରଣ
  • ||
  • ଅଗ୍ନିକାଣ୍ଡରେ ଜଳିଗଲା ଦୁଇ ବଖରା ଘର, ନିଆଁରେ ପୋଡି ହୋଇ ମହିଳା ଗୁରୁତର
  • ||
  • ଆଜି ଶେଷ ରଜ ଉତ୍ସବ: ସବୁଠି ପିଠା, ମିଠା, ପାନର ଆସର
  • ||
  • ଆଜି ପିତୃ ଦିବସ: ବାପାଙ୍କ ପାଇଁ ଦିନଟିଏ, ବାପା ବିଶ୍ବାସର ବରଗଛ, ଭରଷାର ଭବିଷ୍ୟତ
  • ||
  • ଓଡ଼ିଶାରେ ନାକେଦମ୍ କରୁଛି ତାତି, କାଲିଠୁ ମିଳିବ ଆଶ୍ୱସ୍ତି: ୨୪ ସୁଦ୍ଧା ରାଜ୍ୟରେ ମୌସୁମୀ ବର୍ଷା ସମ୍ଭାବନା
  • ||

ବରଗଡ଼ରେ ନିର୍ବାଚନୀ ହିଂସା: ଛୁରାମାଡ଼ରେ ଆଖିବୁଜିଲେ ବିଶ୍ୱନାଥ ମିର୍ଦ୍ଧା, ଅଭିଯୁକ୍ତ ଫେରାର

ବରଗଡ଼ ୨୦/୦୫: ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ଚାଲିଛି। ଏହା ମଧ୍ୟରେ ବରଗଡ଼ରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ବରଗଡ଼ ସରସରା ଗାଁରେ ଜଣଙ୍କୁ ଛୁରା ମାଡ଼ ହୋଇଛି। ଯେଉଁ ଥିରେ ତାଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ବିଶ୍ବନାଥ ମିର୍ଦ୍ଧା ବୋଲି ଜଣାପଡିଛି। ଛୁରାମାଡ କରିବା ପରେ ଅଭିଯୁକ୍ତ ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ପୋଲସି ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। ହତ୍ୟାକାଣ୍ଡ ପରେ ଅଞ୍ଚଳରେ‌ ଚାପା ଉତ୍ତୋଜନା ଦେଖାଦେଇଛି। ଅଭିଯୁକ୍ତଙ୍କୁ ଧରିବା ପାଇଁ ସାଧାରଣରେ ଦାବି ଉଠିଛି। ତେବେ କେଉଁ କାରଣରୁ ଏଭଳି ବିଭତ୍ସ ହତ୍ୟାକାଣ୍ଡ ହୋଇଛି। ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନାହିଁ। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.