ପ୍ରମୂଖ ଖବର
  • ବ୍ରହ୍ମପୁର, : ଲାଞ୍ଜିପଲ୍ଲୀ ଜେଲ ଗେଟ୍ ନିକଟରୁ ୩ ବୋମା ଜବତ
  • ||
  • କୋଏଲ ନଦୀରେ ବୁଡି ଛାତ୍ର ମୃତ
  • ||
  • ଭିଜିଲାନ୍ସ ଜାଲରେ ପୁଣି ଜଣେ ଯନ୍ତ୍ରୀ, ୧୦ ହଜାର ଲାଞ୍ଚ ନେବା ବେଳେ କନିଷ୍ଠ ଯନ୍ତ୍ରୀ ଅଶୋକ ଦାସଙ୍କୁ ଧରିଲା ଭିଜିଲାନ୍ସ ଟିମ୍
  • ||
  • ଆସନ୍ତା ୧୯ରୁ ହାଇକୋର୍ଟଙ୍କ ଗ୍ରୀଷ୍ମ ଅବକାଶ, ୮ ଦିନ ବସିବ ଅବକାଶକାଳୀନ ଅଦାଲତ
  • ||
  • ଆସନ୍ତା ୩୧ରେ ଆଇଟିଆଇ ନାମଲେଖା ଆବେଦନ ଶେଷ, ଜୁନ୍‌ ୬ରେ ପ୍ରଥମ ମେଧା ତାଲିକା
  • ||
  • ନିଶ୍ଚିନ୍ତକୋଇଲି ବ୍ଲକ୍‌ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ୍‌ ରାଜନୀତି, ୩୦ରେ ଆସ୍ଥା ପ୍ରମାଣିତ କରିବେ ରୋଜି
  • ||
  • ଯାଜପୁରରେ ଟାଟା କରିବ ୬୩ ହଜାର କୋଟିର ପ୍ରକଳ୍ପ, ୩୪ ହଜାର ଲୋକଙ୍କୁ ମିଳିବ ନିଯୁକ୍ତି
  • ||
  • କନ୍ଧମାଳ : ଗାଧେଇବା ବେଳେ ଅଘଟଣ, ପୋଖରୀରେ ବୁଡି ଶିଶୁ ମୃତ
  • ||
  • କେନ୍ଦୁଝର : ନଦୀରେ ବୁଡି ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ପାଇଁ ସ୍ଥାନୀୟଲୋକଙ୍କ ଦାବି
  • ||
  • Operation Sindoor; ଖୋଲିବ ପାକିସ୍ତାନ ପୋଲ୍, ୭ ସାଂସଦଙ୍କୁ ନେଇ ସର୍ବଦଳୀୟ ଟିମ୍‌ ଗଠନ
  • ||
  • ନୂଆପଡ଼ା: ଜୁଆ ଆଡ୍ଡା ଉପରେ ଚଢ଼ାଉ ବେ​‌ଳେ​‌ ୧୫ ଗିରଫ, ୨୭ ହଜାରୁ ଉର୍ଦ୍ଧ୍ୱ ଟଙ୍କା ଜବତ
  • ||
  • ବରଗଡ଼: ଅନୁପ ଶତପଥି ହେଲେ ବରଗଡ ଜିଲ୍ଲା ଅଦାଲତର ଭାରପ୍ରାପ୍ତ ପିପି
  • ||
  • ଗଞ୍ଜାମ : ସିନ୍ଦୂରାପଲ୍ଲୀରେ ବୁଲିଲା ଖଣ୍ଡା ଏବଂ ଠେଙ୍ଗା, ୨୦ରୁ ଉର୍ଦ୍ଧ୍ୱ ଆହତ
  • ||
  • କଟକ: ବିସ୍କୁଟ୍ କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ, କୋଟିଏ ଟଙ୍କାର କ୍ଷୟକ୍ଷତି, ବହୁ ଅତ୍ୟାଧୁନିକ ମେସିନ୍ ପୋଡ଼ି ପାଉଁଶ
  • ||
  • ଉପକୂଳରେ କଲବଲ କରୁଛି ଅସମ୍ଭାଳ ଗୁଳୁଗୁଳି, ୫ ଦିନ ଯାଏଁ ନିସ୍ତାର ନାହିଁ
  • ||
  • ଅନୁପ ଶତପଥି ହେଲେ ବରଗଡ ଜିଲ୍ଲା ଅଦାଲତର ଭାରପ୍ରାପ୍ତ ପିପି
  • ||
  • କଟକ : ଧାନ ବିଲକୁ ଯାଇଥିଲେ ବୃଦ୍ଧ, ବିଦ୍ୟୁତ ଆଘାତରେ ଚାଲିଗଲା ଜୀବନ
  • ||
  • କେନ୍ଦୁଝର : ହାଇୱାକୁ ପଛରୁ ପିଟିଲା ମିନି ଟ୍ରକ୍‌, ଦୁଇ ଗୁରୁତର
  • ||
  • ସମ୍ବଲପୁର: ତପସ୍ବନୀ ଏକ୍ସପ୍ରେସ୍‌କୁ ପଥର ମାଡ଼, ଭାଙ୍ଗିଲା ଟ୍ରେନ୍ କାଚ୍
  • ||
  • ରାତି ୨ଟା ୩୦ରେ ମୁନିର ଫୋନ୍ କରିଥିଲେ; କହିଲେ ଭାରତ ହମଲା କରିଦେଲା...ନୂର ଏୟାରବେସ୍‌ରେ ମିସାଇଲ ମାଡ଼କୁ ମାନିଲେ ଶେହବାଜ
  • ||
  • ରବିବାର ଇସ୍ରୋର ୧୦୧ତମ ଉତ୍‌କ୍ଷେପଣ, ଶ୍ରୀହରିକୋଟାରୁ ଲଞ୍ଚ୍‌ ହେବ ଇସ୍ରୋର ଇଓଏସ୍‌-୯ ମିଶନ
  • ||
  • IPL 2025: ୧୦ ଦିନ ପରେ ଫେରିଲା ଫଟାଫଟ୍ କ୍ରିକେଟ୍, ଆଜି ରୟାଲ ଚ୍ୟାଲେଞ୍ଜର୍ସକୁ ଭେଟିବ ନାଇଟ୍‌ ରାଇଡର୍ସ
  • ||
  • ଭୁବନେଶ୍ୱର : ବାଇକ୍‌ରେ ଆସି କାର୍‌ କାଚ ଭାଙ୍ଗିଲେ ଦୁର୍ବୃତ୍ତ, ଅଭିଯୁକ୍ତ ଫେରାର
  • ||
  • ବାସୁଦେବପୁର : ଭୋଜି ଖାଇ ଫେରିବା ବେଳେ ଓଲଟିଲା ଚାରି ଚକିଆ ଗାଡି, ୧୦ରୁ ଉର୍ଦ୍ଧ୍ଵ ଗୁରୁତର
  • ||
  • ମେ' ୨୦ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା ଫଳ, ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ ପ୍ରକ୍ରିୟା
  • ||

ଓଡିଶା ସଚିବାଳୟ ପ୍ରଶିକ୍ଷଣ ଅନୁଷ୍ଠାନରେ ନବନିଯୁକ୍ତ ଅମଲାଙ୍କୁ ଦିଆଯିବ ପ୍ରଶିକ୍ଷଣ

Published By : Prameya | May 17, 2025 5:14 PM

ଭୁବନେଶ୍ବର,୧୭।୫ : ରାଜ୍ୟର ପ୍ରଶାସନିକ କ୍ଷେତ୍ରରେ ଗୁରୁ ଦାୟିତ୍ୱ ତୁଲାଉଥିବା ଅମଲା ଵା ଆସିଷ୍ଟାଣ୍ଟ ସେକ୍ସନ ଅଫିସର( ASO), ସେକ୍ସନ ଅଫିସର(S0)ଙ୍କୁ ପ୍ରଶିକ୍ଷଣ ଦେବା ପାଇଁ ନୂଆ ପ୍ରଶିକ୍ଷଣ ଅନୁଷ୍ଠାନ ଖୋଲିବ। ନବନିଯୁକ୍ତ ଏଏସଓ ଏଠାରୁ ପ୍ରଶିକ୍ଷଣ ନେବା ପରେ ହିଁ ବିଭିନ୍ନ ବିଭାଗରେ ନିଯୁକ୍ତି ପାଇବେ। 

ଦୈନନ୍ଦିନ ପ୍ରଶାସନିକ କାମ କିଭଳି ତୁଲାଇବେ  ଏଠାରେ  ସେ ସମ୍ପର୍କରେ ତିନି ମାସ ପାଠ ପଢିବେ। ଉତ୍ତରଦାୟିତ୍ୱର ସହ କିଭଳି ସରକାରୀ ଫାଇଲ କାମ କରିବେ ଓ ନୋଟିଙ୍ଗ ଲେଖିବେ ତାହା ମଧ୍ୟ ଏଠାରେ ଶିଖିବେ। ପୂର୍ବରୁ ତୋଷାଳି ଭବନରେ ଏକ ପ୍ରଶିକ୍ଷଣ ଅନୁଷ୍ଠାନ କାର୍ଯ୍ୟ କରୁଥିଲା। ତେବେ ପୂର୍ତ୍ତ ବିଭାଗ ପକ୍ଷରୁ ୟୁନିଟ- ୨ ମାର୍କେଟ ବିଲଡିଂ ପଛ ପାଖରେ ଓଡିଶା ସଚିବାଳୟ ପ୍ରଶିକ୍ଷଣ ଅନୁଷ୍ଠାନର ନୂଆ କୋଠା ତିଆରି କରାଯାଇଛି। ମୁଖ୍ୟମନ୍ତ୍ରୀ ଖୁବଶୀଘ୍ର ଏହି ନୂଆ କୋଠାକୁ ଉଦଘାଟନ କରିବେ ବୋଲି ସୂଚନା ମିଳିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.