ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ଓଡ଼ିଶା ଟାଇକୋଣ୍ଡୋ ଚାମ୍ପିଅନସିପ୍ ଉଦଘାଟିତ, ଅଂଶଗ୍ରହଣ କରିଛନ୍ତି ୪୫୦ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ

Published By : Swapna Ray | December 8, 2024 11:12 AM

, ୮।୧୨: ଓଡ଼ିଶା ଟାଇକୋଣ୍ଡୋ ଓପନ୍ ଷ୍ଟେଟ୍ ଚାମ୍ପିଅନସିପ୍ ୨୦୨୪ ଉଦଘାଟିତ ହୋଇଛି । ଭଦ୍ରକ ଜିଲ୍ଲା ଚରମ୍ପାସ୍ଥିତ ମାହାୱାର ଭବନ ଉଦଘାଟିତ ହୋଇଯାଇଛି । ଏହି ପ୍ରତିଯୋଗିତାରେ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ୪୫୦ରୁ ଅଧିକ ପ୍ରତିଯୋଗୀ ଅଂଶଗ୍ରହଣ କରିଛନ୍ତି । ପ୍ରତିଯୋଗିତାର ଉଦଘାଟନୀ ସମାରୋହରୁ ସିନିୟର, ଜୁନିଅର ଓ ପାରା ବିଭାଗରେ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । 

ଭଦ୍ରକ ଜିଲ୍ଲା ଡେପୁଟି କଲେକ୍ଟର କାର୍ତ୍ତିକ ମଣ୍ଡଳ, ଅନ୍ତର୍ଜାତୀୟ ପାରା ଖେଳାଳି ତଥା କମନ ୱେଲଥ ମେଡାଲିଷ୍ଟ ରାଖାଲ କୁମାର ସେଠୀ, ଭଦ୍ରକ ଆମେଚର ଟାଇକୋଣ୍ଡୋ ସଂଘର ସଭାପତି ରଞ୍ଜିତା ୱାଇଁ, ଓଡ଼ିଶା ଟାଏକୋଣ୍ଡୋ ସଭାପତି ଚିନ୍ମୟ କୁମାର ସାହୁ, ସମ୍ପାଦକ ଚିନ୍ମୟ ବେହେରା ପ୍ରମୁଖ ଉଦଘାଟନୀ ସମାରୋହକୁ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଉଦଘାଟନ କରିଛନ୍ତି । ଏହି ପ୍ରତିଯୋଗିତା ଦୁଇ ଦିନ ଧରି ଅନୁଷ୍ଠିତ ହେବ । କୃତି ପ୍ରତିଯୋଗୀଙ୍କୁ ମେଡାଲ ପ୍ରଦାନ କରାଯିବ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.