ପ୍ରମୂଖ ଖବର
  • ରଥଯାତ୍ରା ଏଂବ ସ୍ନାନ ପୂର୍ଣ୍ଣିମାକୁ ନେଇ ଗୁରୁତ୍ଵପୂର୍ଣ୍ଣ ବୈଠକ ବସିବ, ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ
  • ||
  • ପଙ୍କରେ ଫସିଲେ ୩ ଦନ୍ତା ହାତୀ, ଖାଦ୍ୟ ଅନ୍ବେଷଣରେ ଆସି ଅଟକି ରହିଛନ୍ତି
  • ||
  • ମୋହନା: ଶଳାକୁ ଗୁଳି କରି ହତ୍ୟା କଲା ଭିଣୋଇ
  • ||
  • ଜମି ବିବାଦକୁ ନେଇ ମାଆ ଓ ଝିଅଙ୍କୁ ଛୁରା ମାଡ଼ ଘଟଣା, ଜେଲ ଗଲା ଅଭିଯୁକ୍ତ ସୂରଜ
  • ||
  • ଭାରତୀୟ ରେଳବାଇ ରଚିଲା ଇତିହାସ, 'ଲିମକା ବୁକ୍ ଅଫ୍ ରେକର୍ଡସ'ରେ ପାଇଲା ସ୍ଥାନ
  • ||
  • କରଞ୍ଜିଆ: ଫେରିଲେ ଝାଡ଼ଖଣ୍ଡି ହାତୀପଲ, ୨୦ରୁ ଊର୍ଦ୍ଧ୍ବ ଗାଁରେ ଭୟର ବାତାବରଣ
  • ||
  • ଅଗ୍ନିକାଣ୍ଡରେ ଜଳିଗଲା ଦୁଇ ବଖରା ଘର, ନିଆଁରେ ପୋଡି ହୋଇ ମହିଳା ଗୁରୁତର
  • ||
  • ଆଜି ଶେଷ ରଜ ଉତ୍ସବ: ସବୁଠି ପିଠା, ମିଠା, ପାନର ଆସର
  • ||
  • ଆଜି ପିତୃ ଦିବସ: ବାପାଙ୍କ ପାଇଁ ଦିନଟିଏ, ବାପା ବିଶ୍ବାସର ବରଗଛ, ଭରଷାର ଭବିଷ୍ୟତ
  • ||
  • ଓଡ଼ିଶାରେ ନାକେଦମ୍ କରୁଛି ତାତି, କାଲିଠୁ ମିଳିବ ଆଶ୍ୱସ୍ତି: ୨୪ ସୁଦ୍ଧା ରାଜ୍ୟରେ ମୌସୁମୀ ବର୍ଷା ସମ୍ଭାବନା
  • ||

ଶନିବାର ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ, ବୁଥ୍ ମୁହାଁ ହେଲେଣି ପୋଲିଂ ପାର୍ଟି

ଭୁବନେଶ୍ୱର,୨୩/୦୫: ଆଜିଠୁ ଭୁବନେଶ୍ୱର ନିର୍ବାଚନ ପାଇଁ  ଜୟଦେବ,  ଜଟଣୀ, ବେଗୁନିଆ ଓ ଚିଲିକା ନିମନ୍ତେ  ପୋଲିଂ ପାର୍ଟିଗୁଡିକ ବୁଥ୍‌ ଅଭିମୁଖେ ଯାତ୍ରା  କରିବେ । ସେହିଭଳି ୨୪ ତାରିଖରେ  ଭୁବନେଶ୍ୱର ମଧ୍ୟ, ଉତ୍ତର, ଏକାମ୍ର ଏବଂ  ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀ ନିମନ୍ତେ ପୋଲିଂ  ପାର୍ଟି ବୁଥ୍‌ ଅଭିମୁଖେ ଗସ୍ତ କରିବେ।  ଜୟଦେବ, ମଧ୍ୟ, ଉତ୍ତର, ଏକାମ୍ର ଓ ଜଟଣୀ  ନିମନ୍ତେ ବିଜେବି କଲେଜ, ଚିଲିକା ନିର୍ବାଚନ ମଣ୍ଡଳୀ ନିମନ୍ତେ ପ୍ରାଣନାଥ ସ୍ୱୟଂଶାସିତ ମହାବିଦ୍ୟାଳୟ, ବେଗୁନିଆ ଓ ଖୋର୍ଦ୍ଧା  ନିମନ୍ତେ ଜିଲ୍ଲା ପଣ୍ୟାଗାରରେ ଷ୍ଟ୍ରଙ୍ଗରୁମ୍‌ର  ବ୍ୟବସ୍ଥା କରାଯାଇଛି । ମତଦାନ ପରେ  ପୋଲିଂ ପାର୍ଟିଗୁଡିକ ଇଭିଏମ୍‌ଗୁଡ଼ିକୁ ଏହି ସ୍ଥାନରେ ଦାଖଲ କରିବେ ବୋଲି ଜଣାପଡିଛି ।

  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.