ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଶନିବାର ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ, ବୁଥ୍ ମୁହାଁ ହେଲେଣି ପୋଲିଂ ପାର୍ଟି

ଭୁବନେଶ୍ୱର,୨୩/୦୫: ଆଜିଠୁ ଭୁବନେଶ୍ୱର ନିର୍ବାଚନ ପାଇଁ  ଜୟଦେବ,  ଜଟଣୀ, ବେଗୁନିଆ ଓ ଚିଲିକା ନିମନ୍ତେ  ପୋଲିଂ ପାର୍ଟିଗୁଡିକ ବୁଥ୍‌ ଅଭିମୁଖେ ଯାତ୍ରା  କରିବେ । ସେହିଭଳି ୨୪ ତାରିଖରେ  ଭୁବନେଶ୍ୱର ମଧ୍ୟ, ଉତ୍ତର, ଏକାମ୍ର ଏବଂ  ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀ ନିମନ୍ତେ ପୋଲିଂ  ପାର୍ଟି ବୁଥ୍‌ ଅଭିମୁଖେ ଗସ୍ତ କରିବେ।  ଜୟଦେବ, ମଧ୍ୟ, ଉତ୍ତର, ଏକାମ୍ର ଓ ଜଟଣୀ  ନିମନ୍ତେ ବିଜେବି କଲେଜ, ଚିଲିକା ନିର୍ବାଚନ ମଣ୍ଡଳୀ ନିମନ୍ତେ ପ୍ରାଣନାଥ ସ୍ୱୟଂଶାସିତ ମହାବିଦ୍ୟାଳୟ, ବେଗୁନିଆ ଓ ଖୋର୍ଦ୍ଧା  ନିମନ୍ତେ ଜିଲ୍ଲା ପଣ୍ୟାଗାରରେ ଷ୍ଟ୍ରଙ୍ଗରୁମ୍‌ର  ବ୍ୟବସ୍ଥା କରାଯାଇଛି । ମତଦାନ ପରେ  ପୋଲିଂ ପାର୍ଟିଗୁଡିକ ଇଭିଏମ୍‌ଗୁଡ଼ିକୁ ଏହି ସ୍ଥାନରେ ଦାଖଲ କରିବେ ବୋଲି ଜଣାପଡିଛି ।

  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.