ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ପ୍ରକାଶ ପାଇଲା ଓଜେଏସ ପରୀକ୍ଷା ଫଳାଫଳ, ସୋମେଶ ରଣବିଜୁଳି ଟପ୍ପର

Published By : Suraj Kumar | March 13, 2025 5:43 PM

ଭୁବନେଶ୍ବର, ୧୩।୩ :  ଓଡିଶା ଜୁଡିସିଆଲ ସର୍ଭିସ (ଓଜେଏସ) ୨୦୨୩ ପରୀକ୍ଷା ଫଳାଫଳ ପ୍ରକାଶ ପାଇଛି। ଏଥିରେ ୩୩ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ୩୩ ଜଣଙ୍କ ମଧ୍ୟରେ ଅଛନ୍ତି ୨୪ ଜଣ ମହିଳା।  ସୋମେଶ ରଣବିଜୁଳି ଏହି ପରୀକ୍ଷାରେ  ଟପ୍ପର ହୋଇଛନ୍ତି।ସେହିପରି ଅରୁଣିମା ପତି ଦ୍ଵିତୀୟ, ପାଏଲ ଅତ୍ତା ତୃତୀୟ ସ୍ଥାନରେ ରହିଛନ୍ତି ।

ଓଡିଶା ଲୋକସେବା ଆୟୋଗ ( ଓପଏସସି ) ପକ୍ଷରୁ ଓଜେଏସ ପରୀକ୍ଷା କରାଯାଇଥିଲା।ଏଥିରେ ୩୩ ଜଣ କୃତକାର୍ଯ୍ୟ ହୋଇଛନ୍ତି। ଏହି ୩୩ ଜଣ ରାଜ୍ୟରେ ସିଭିଲ ଜଜ ଭାବେ ନିଯୁକ୍ତି ହେବେ । ୩୩ ଜଣଙ୍କ ନାମ ଓପିଏସସି ସୁପାରିଶ କରିଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.