ପ୍ରମୂଖ ଖବର
  • ନୂଆପଡ଼ା : ଲଗାଣ ବର୍ଷାରେ ଭୁଶୁଡ଼ିଲା ନିର୍ମାଣାଧୀନ କୁକୁଡ଼ା ଫାର୍ମ କାନ୍ଥ, ଚାପି ହୋଇ ଦୁଇ ମହିଳା ମୃତ
  • ||
  • ବିଶ୍ୱ ପୁଲିସ ଓ ଅଗ୍ନିଶମ କ୍ରୀଡ଼ାରେ ଇତିହାସ ରଚିଲା ଓଡ଼ିଶା ପୁଲିସ; ମିଳିଲା ୯ ସ୍ୱର୍ଣ୍ଣ, ୨ଟି ରୌପ୍ୟ ଓ ୩ଟି ବ୍ରୋଞ୍ଜ ପଦକ
  • ||
  • ଝାରସୁଗୁଡାରେ ବର୍ଷା ବିତ୍ପାତ, ୪ ବ୍ଲକରେ ଅତି ପ୍ରବଳ ବର୍ଷା ରେକର୍ଡ
  • ||
  • କଟକ : କାର୍‌ - ବାଇକ୍‌ ମୁହାଁମୁହିଁ ଧକ୍କା; ଜଣେ ଗୁରୁତର, ୨ ଆହତ
  • ||
  • ନୟାଗଡ଼ : ଟାଙ୍ଗିଆ ଚୋଟରେ ବୃଦ୍ଧଙ୍କ ମୃତ୍ୟୁ, ଅଭିଯୁକ୍ତ ଅଟକ
  • ||
  • ପୂଜାର୍ଚ୍ଚନା ପରେ ଖୋଲିଲା ହୀରାକୁଦର ୭ ନମ୍ବର ଗେଟ୍, ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ
  • ||
  • ମହଣ ମହଣ ସୁନାରେ ଝଟକିବେ ଦାରୁବ୍ରହ୍ମ, ରଥାରୂଢ଼ ଶ୍ରୀଜିଉଙ୍କ ରାଜରାଜେଶ୍ୱର ବେଶ ଦର୍ଶନ କରିବେ ଶ୍ରଦ୍ଧାଳୁ
  • ||
  • ଆମେରିକା ଟେକ୍ସାସରେ ଭୟଙ୍କର ବନ୍ୟା ସ୍ଥିତି, ୪୩ ମୃତ ୨୩ ନିଖୋଜ
  • ||
  • ଟ୍ରମ୍ପଙ୍କୁ ସିଧା ଟକ୍କର ଦେବେ ଏଲନ ମସ୍କ; ନୂଆ ଦଳର କଲେ ଘୋଷଣା
  • ||
  • ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ: ଆସନ୍ତା ୩ ଦିନ ପ୍ରବଳ ବର୍ଷା ସମ୍ଭାବନା, ୮ରୁ ଉପକୂଳରେ କମିବ
  • ||

ରାସ୍ତା କଡ଼ରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

Published By : Harapriya Sethi | January 31, 2025 8:37 AM

ଭୁବନେଶ୍ୱର,୩୧/୦୧: ନାଚିନ୍ଦା ଛକ ରାସ୍ତା ନିକଟରୁ ବୃଦ୍ଧଙ୍କ ମୃତଦେହ ଠାବ ହୋଇଛି । ବୃଦ୍ଧଙ୍କ ପରିଚୟ ଅସ୍ପଷ୍ଟ ରହିଥିବା ବେଳେ ମୃତ୍ୟୁର କାରଣ ମଧ୍ୟ ଅସ୍ପଷ୍ଟ ରହିଛି । ଘଟଣାକୁ ନେଇ ଅଧିକ ଖୋଲତାଳ ଆରମ୍ଭ କରିଛି କମର୍ଦ୍ଦା ପୋଲିସ । ବାଲେଶ୍ୱର ଜିଲ୍ଲା ଭୋଗରାଇ ଅଞ୍ଚଳର ନାଚିନ୍ଦା ଛକ ରାସ୍ତା ନିକଟରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି ।

ବିଦ୍ୟୁତ ଆଘାତରେ ଯୁବକ ମୃତ, କ୍ଷତିପୂରଣ ଦାବିରେ ଚାନ୍ଦିପୁଟରେ ରାସ୍ତା ଅବରୋଧ

ସୂଚନା ମୁତାବକ, ଶୁକ୍ରବାର ସକାଳେ କମର୍ଦ୍ଦା ବାଲିଆପାଳ ନାଚିନ୍ଦା ଛକ ରାସ୍ତା ପାର୍ଶ୍ଵରେ ବୃଦ୍ଧ ଜଣକ ଶୋଇଥିବା ଦେଖିବାକୁ ପାଇଥିଲେ ସ୍ଥାନୀୟଲୋକେ । ଏହା ଦେଖି ବୃଦ୍ଧଙ୍କୁ ଡାକିବାରୁ ସେ ଆଦୌ ଉଠି ନଥିଲେ । ତେଣୁ ତୁରନ୍ତ ୧୦୮ ଆମ୍ୱୁଲାନ୍ସ  ଏବଂ କମର୍ଦ୍ଦା ପୋଲିସକୁ ଖବର ଦେଇଥିଲେ ଲୋକେ । ଖବର ପାଇ କମର୍ଦ୍ଦା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ବୃଦ୍ଧଙ୍କୁ ହସ୍ପିଟାଲରେ ନେଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ତେବେ ବୃଦ୍ଧଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ, ଥିବା ବେଳେ ଘଟଣାକୁ ନେଇ ଅଧିକ ଖୋଳତାଡ଼ ଆରମ୍ଭ କରିଛି କମର୍ଦ୍ଦା ପୋଲିସ ।

 ଏହି ଖବରଟିକୁ ପଢନ୍ତୁ- ଏଥର ବଜେଟ୍‌ରେ ୬ ବଡ଼ ଘୋଷଣା କରିପାରନ୍ତି ସୀତାରମଣ; ପେଟ୍ରୋଲ, ଡିଜେଲରୁ ଖସିପାରେ ଉତ୍ପାଦ ଶୁଳ୍କ

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.