ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଗାଁ ପଡ଼ିଆରେ ବୃଦ୍ଧଙ୍କୁ ଦଳିଦେଲା ଦନ୍ତା

ନୀଳଗିରି, ୧୭/୫ : ଗାଁ ପଡ଼ିଆରେ ବୃଦ୍ଧଙ୍କୁ ଦଳିଦେଲା ଦନ୍ତା। ବାଲେଶ୍ଵର ଜିଲ୍ଲା ନୀଳଗିରି କୂଳଡ଼ିହା ଅଭୟାରଣ୍ୟ ସୀମାନ୍ତ ଗାଁରେ ଘଟିଛି ଏଭଳି ଅଘଟଣ। ମୃତକ ଜଣଙ୍କ ହେଉଛନ୍ତି ଔପଦା ବ୍ଲକ ଅଧିନ ବାଉଁଶବଣିଆ ପଞ୍ଚାୟତ ଢୋଲପୁର ଗାଁର ହରେକୃଷ୍ଣ ପ୍ରଧାନ। 

ସୂଚନାନୁଯାୟୀ, ହରେକୃଷ୍ଣ ଗାଁ ପଡ଼ିଆରେ ସକାଳୁ ବୁଲୁଥିବା ବେଳେ ଏକ ହାତୀ ତାଙ୍କୁ ଆକ୍ରମଣ କରିଥିଲା। ହରେକୃଷ୍ଣଙ୍କୁ ଶୁଣ୍ଢରେ କଚାଡ଼ି ଦେବା ସହ ଦଳିଦେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ସ୍ଥାନୀୟ ଲୋକେ ହରେକୃଷ୍ଣଙ୍କ ମୃତଦେହ ଉଦ୍ଧାର କରିଛନ୍ତି। 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.