ପ୍ରମୂଖ ଖବର
  • ଭୁବନେଶ୍ବର OSSSC ଅଫିସ ଘେରିଲେ ଶହଶହ ପରୀକ୍ଷାର୍ଥୀ । କମ୍ବାଇନ୍ଡ ରିକ୍ରୁଟମେଣ୍ଟ ପରୀକ୍ଷାରେ ଅନିୟମିତତା ଅଭିଯୋଗରେ ଘେରାଉ
  • ||
  • ଢ଼େଙ୍କାନାଳ: ଦୁଷ୍କର୍ମ ପୀଡ଼ିତାଙ୍କୁ ଭେଟିଲେ ମହିଳା କମିଶନ
  • ||
  • କଳାହାଣ୍ଡି: ପୂଜକଙ୍କୁ ଚାପଡରେ ହାଣିଲେ ଦୁୁର୍ବୃତ୍ତ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ଚନ୍ଦନେଶ୍ବର: ବ୍ୟାଙ୍କ ଭିତରୁ ଲୁଟ୍, ଗ୍ରାହକଙ୍କ ଠାରୁ ୩୦ହଜାର ନେଇଗଲେ ଲୁଟେରା
  • ||
  • ଦୁର୍ନୀତି ଅଭିଯୋଗ ଆସିଲେ ମାଫ୍ ନାହିଁ, ୫ ବର୍ଷରେ ୮୧ ସରପଞ୍ଚଙ୍କ ବିରୋଧରେ ହୋଇଛି କାର୍ଯ୍ୟାନୁଷ୍ଠାନ
  • ||
  • ଭୁବନେଶ୍ଵର : ୧୦ ବର୍ଷରେ ୨୫ ବାଘ ଏବଂ ୪୧ ହାତୀଙ୍କୁ ହତ୍ୟା କରିଛନ୍ତି ଶିକାରୀ, ହାତୀ ମଣିଷ ଲଢେଇରେ ଯାଇଛି ୧୧୪୫ ଜୀବନ
  • ||
  • ଢେଙ୍କାନାଳ ଲଜ୍ଜ୍ୟା : ୪ ଅଭିଯୁକ୍ତଙ୍କ ଡାକ୍ତରୀ ମାଇନା ସହ ଡିଏନଏ ଟେଷ୍ଟ ପାଇଁ ହେଲା ନମୁନା ସଂଗ୍ରହ
  • ||
  • କୋଲକାତା ଆନ୍ଦୋଳନରତ ଡାକ୍ତରଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ସନ୍ଧ୍ୟା ସୁଦ୍ଧା କାର୍ଯ୍ୟରେ ଯୋଗ ଦିଅ, ନହେଲେ କାର୍ଯ୍ୟାନୁଷ୍ଠାନ
  • ||
  • ଦୁର୍ବଳ ହୋଇ ଛତିଶଗଡ଼ ମୁହାଁ ଲଘୁଚାପ: ଭୀଷଣ ବର୍ଷା ପାଇଁ ମାଲକାନଗିରି, ଗଞ୍ଜାମରେ ସ୍କୁଲ ଛୁଟି ଘୋଷଣା
  • ||

ସାର ସିଞ୍ଚନ କରିବାକୁ ଯାଇ ନାଳରେ ଭାସିଗଲେ ବୃଦ୍ଧ, ମିଳୁନି ପତ୍ତା

ଲମତାପୁଟ,୦୩/୦୮: ଲମତାପୁଟ ବ୍ଲକ ଦେବତାହଞ୍ଜର ଗ୍ରାମରେ ଅଭାବନୀୟ ଘଟଣା । ସାର ସିଞ୍ଚନ କରିବାକୁ ଯାଇ ନାଳରେ ଭାସିଗଲେ ବୃଦ୍ଧ । ଏପର୍ଯ୍ୟନ୍ତ ବୃଦ୍ଧଙ୍କ ପତ୍ତା ମିଳିନି । 

ସୂଚନା ଅନୁଯାୟୀ, ଦେବତାହଞ୍ଜର ଗ୍ରାମରେ କିଛି ଦିନ ଧରି ବର୍ଷା ଲାଗି ରହିଛି । ଏହି କାରଣରୁ ଚାଷ ଜମି ନିକଟରେ ଥିବା ନାଳରେ ଜଳସ୍ତର ବଢିଛି । ଶନିବାର ସକାଳେ ଗାଁର ଜଣେ ବୃଦ୍ଧ କୃଷ୍ଣ ବିଶୋଇ ବିଲକୁ ସାର ସିଞ୍ଚନ କରିବାକୁ ଯାଇଥିଲେ । ଏହି ସମୟରେ ବିଲ ନିକଟରେ ଥିବା ନାଳରେ ଅଧିକ ପାଣି ଆସି ବୃଦ୍ଧଙ୍କୁ ଭସେଇ ନେଇଥିଲା । ଏନେଇ ସ୍ଥାନୀୟ ଲୋକେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ନନ୍ଦପୁର ଅଗ୍ନିଶମ ପହଞ୍ଚି ଖୋଜାଖୋଜି ଜାରି ରଖିଛି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.