ପ୍ରମୁଖ ଖବର
  • ଭୁବନେଶ୍ୱର: ରାଜଧାନୀରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ସ୍କୁଟିକୁ ପିଟିଲା କାର୍, ୨ ଗୁରୁତର
  • ||
  • ମୋହନା: ଘାଟିରେ ଓଲଟିଲା ମିନି ବସ୍, ୨୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ବିଶ୍ୱକପ୍‌ ମହାକୁମ୍ଭକୁ ଆଉ ୩ ଦିନର ଅପେକ୍ଷା: ୧୦ ଦଳ, ୧୦ ଭେନ୍ୟୁ, ୪୮ ମ୍ୟାଚ୍‌ରେ ହେବ ମୁକାବିଲା
  • ||
  • ରାଉରକେଲା: ଝଗଡ଼ା ସମାଧାନ କରିବାକୁ ଯାଇଥିଲେ..ଠେଲାପେଲା ବେଳେ ତଳେ ପଡ଼ି ମହିଳା ଏଏସ୍‌ଆଇ ମୃତ
  • ||
  • ଭୁବନେଶ୍ୱର: ରାଜଧାନୀରେ ହିଟ୍‌ ଆଣ୍ଡ୍‌ ରନ୍‌ ମାମଲା: କିଲର୍‌ ଚାଳକର ପତ୍ତା ପାଉନି ପୁଲିସ, ଧରିବାକୁ ବିଭିନ୍ନ ସ୍ଥାନରେ ଚଢ଼ଉ
  • ||
  • ପୁରୀ: ଶ୍ରୀମନ୍ଦିରରେ ପୁଣି ବୁଲିଲା କ୍ୟାମେରା: ଭୋଗ ଆଟିକା ନିକଟରୁ ବନ୍ଧାହେଲା ଅଭିଯୁକ୍ତ, ସ୍ପାଏ ପେନ୍‌ କ୍ୟାମେରା ଜବତ
  • ||
  • ମାଦ୍ରିଦ: ସ୍ପେନ ନାଇଟ୍‌ କ୍ଲବରେ ଭୀଷଣ ଅଗ୍ନିକାଣ୍ଡରେ ଭୁଶୁଡିଲା ଛାତ: ୧୩ ମୃତ, ୪ ଆହତ
  • ||
  • ଭୁବନେଶ୍ୱର: ୟୁନିଟ୍‌-୧ ହାଟରେ ତାଲା, ୩ ଦିନି ସାଢେ ୭ କୋଟି ଘାଟା: ମଙ୍ଗଳବାର ବିଏମ୍‌ସି ସହ ହାଟ କମିଟିର ଆଲୋଚନା
  • ||
  • ଭୁବନେଶ୍ୱର: ଆଜିଠୁ ବିଜେଡିର ଜନସମ୍ପର୍କ ପଦଯାତ୍ରା, ରାଜଧାନୀର ବଡ଼ଗଡ଼ରୁ ଶୁଭାରମ୍ଭ କରିବେ ନବୀନ
  • ||
  • ବିଶ୍ୱ ପାଇଁ ଆଶ୍ୱସ୍ତି: ସଟ୍‌ଡାଉନ୍‌ରୁ ବର୍ତ୍ତିଗଲା ଆମେରିକା, ଶେଷ ମୁହୂର୍ତ୍ତରେ ଫଣ୍ଡିଂ ବିଲ୍‌ ମଞ୍ଜୁର
  • ||
  • ଭୁବନେଶ୍ୱର; ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ୱାର୍ଣ୍ଣିଂ ଜାରି
  • ||

ହାତୀ ଆକ୍ରମଣରେ ବୃଦ୍ଧ ମୃତ, ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା

ହିନ୍ଦୋଳ, ୧ଠ/୬ : ହାତୀ ଆକ୍ରମଣରେ ବୃଦ୍ଧ ମୃତ। ଶନିବାର ସକାଳେ ହିନ୍ଦୋଳ ଉପଖଣ୍ଡ ଗଞ୍ଜରା ଗ୍ରାମର ଏଭଳି ଘଟଣା ଘଟିଛି। ବନମାଳୀ ନାୟକଙ୍କୁ ଏକ ଦନ୍ତାହାତୀ କଚାଡି ମାରିଦେଇଛି।

ସୂଚନାନୁଯାୟୀ, ବନମାଳୀ ସକାଳେ ନିତ୍ୟକର୍ମ କରିବା ପାଇଁ ପଡିଆକୁ ଯାଇଥିବା ବେଳେ ଏକ ଜଙ୍ଗଲୀ ହାତୀ ଆସି ତାଙ୍କୁ କଚାଡ଼ି ଦେଇଥିଲା। ହାତୀର ଗର୍ଜନ ଶୁଣି ନିକଟରେ ଥିବା କିଛି ଗ୍ରାମବାସୀ ଧାଇଁ ଆସିବାରୁ ହାତୀଟି ଘଟଣାସ୍ଥଳରୁ ପଳେଇ ଯାଇଥିଲା l ତେବେ ଘଟଣା ସ୍ଥଳରେ ବନମାଳୀଙ୍କ ଜୀବନ ଚାଲିଯାଇଥିଲା। ଏହାକୁ କେନ୍ଦ୍ର କରି ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଉତ୍ତେଜନା ଦେଖାଦେଇଛି। ହାତୀ ଦାଉରୁ ଲୋକଙ୍କୁ ରକ୍ଷା ଓ ମୃତକଙ୍କୁ କ୍ଷତିପୂରଣ ଦାବି ହୋଇଛି। ବନବିଭାଗ ଅଧିକାରୀ ଓ କର୍ମଚାରୀ ଘଟଣା ସ୍ଥଳରେ ପହଁଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଥିବା ଦେଖିବାକୁ ମିଳିଛି l

ମାଲବାହୀ ଟ୍ରେନରେ ଲାଗିଲା ନିଆଁ, ଆୟତ୍ତ କଲା ଅଗ୍ନିଶମ ବାହିନୀ

Copyright © 2022 - Summa Real Media Private Limited. All Rights Reserved.