ପ୍ରମୂଖ ଖବର
  • ଟି-ଟ୍ୱେଣ୍ଟି ବିଶ୍ୱକପ୍‌ରେ ସୁପର-୮ ରାଉଣ୍ଡ ଚୂଡ଼ାନ୍ତ, ଅଷ୍ଟ୍ରେଲିଆ, ଆଫଗାନିସ୍ତାନ, ବାଂଲାଦେଶକୁ ଭେଟିବ ଭାରତ
  • ||
  • କନିଷ୍ଠ ଶିକ୍ଷକ ଚୟନ ଅନିୟମିତତା ମାମଲା, ଓସେପା ମେରିଟ୍ ଲିଷ୍ଟ କାଏମ ରଖିଲେ ହାଇକୋର୍ଟ
  • ||
  • ବାଲେଶ୍ୱର: ଆଇନ ଶୃଙ୍ଖଳା ମାନିବା ସହ ଶାନ୍ତି ବଜାୟ ରଖିବାକୁ ଏସପି ସାଗରିକା ନାଥଙ୍କ ଅନୁରୋଧ
  • ||
  • ଭୁବନେଶ୍ୱର: ପଥରବନ୍ଦ ବସ୍ତିରେ ଗୋଷ୍ଠୀ ସଂଘର୍ଷ, ଘଟଣାସ୍ଥଳରେ ପୋଲିସ ମୁତୟନ
  • ||
  • ଜୁନ୍‌ ୨୦ରେ ବାଚସ୍ପତି ନିର୍ବାଚନ, ଖୁବ୍‌ଶୀଘ୍ର କଂଗ୍ରେସ ବିଧାୟକ ଦଳ ନେତା ଘୋଷଣା
  • ||
  • ଅସଲି ପୋଲିସ ହାତରେ ଧରାପଡ଼ିଲା ନକଲି ସିବିଆଇ ପୋଲିସ, ଲୋକଙ୍କଠୁ ଲୁଟୁଥିଲା ଲକ୍ଷାଧିକ ଟଙ୍କା
  • ||
  • ଖୋଲିଲା ସ୍କୁଲ, ଅଧା ଜିଲ୍ଲାରେ ସକାଳୁ କ୍ଲାସ ଆରମ୍ଭ, ୧୧ ଜିଲ୍ଲାରେ ୨୦ ଯାଏ ସ୍କୁଲ ବନ୍ଦ
  • ||
  • ମଙ୍ଗଳବାର, ବୁଧବାର ନବନିର୍ବାଚିତ ବିଧାୟକଙ୍କୁ ଶପଥ ପାଠ କରାଇବେ କାମଚଳା ବାସ୍ପପତି, ୨୦ ନୂଆ ବାଚସ୍ପତି ନିର୍ବାଚନ
  • ||
  • ଅଶାନ୍ତ ବାଲେଶ୍ୱର: ଗୋଷ୍ଠୀ ସଂଘର୍ଷ ପାଇଁ କର୍ଫ୍ୟୁ, ୨୪ ଘଣ୍ଟା ବନ୍ଦ ରହିବ ଦୋକାନ ବଜାର
  • ||
  • ରାଜ୍ୟରେ ୪୨% ନିଅଣ୍ଟିଆ ବର୍ଷା, ୩ ଜିଲ୍ଲାରେ ସ୍ୱାଭାବିକ, ୨୬ ଜିଲ୍ଲାରେ ନିଅଣ୍ଟିଆ: ୪ ଦିନ ଭିତରେ ମୌସୁମୀ ଅଗ୍ରସର ହେବ
  • ||

ଇନ୍ଦ୍ରାବତୀ ମେଗାଲିଫ୍ଟ କେନାଲରେ ଭାସି ବୃଦ୍ଧ ନିଖୋଜ

 କୋକସରା : ୦୫/୧୧ ଇନ୍ଦ୍ରାବତୀ ମେଗାଲିଫ୍ଟ କେନାଲରେ ଗାଧୋଉଥିବା ବେଳେ  ଭାସି  ଯାଇ ଜଣେ ବୃଦ୍ଧ ନିଖୋଜ ହୋଇଛନ୍ତି।  ବୃଦ୍ଧ ଜଣକ ହେଲେ ଖଇରଭାଡ଼ି ଗ୍ରାମର ଭିକାରୀ ରାଉତ(୫୦) ।

 ଜୟପାଟଣା ବ୍ଲକ ଉଛୁଳା ପଞ୍ଚାୟତ ଲଡୁଗାଁ ନିକଟସ୍ଥ ଖଇରଭାଡ଼ି ଗ୍ରାମର ଭିକାରୀ ରାଉତ(୫୦) ରବିବାର ମଧ୍ୟାହ୍ନ ରେ ନିଜ ଚାଷଜମି ନିକଟରେ ଗାଈଗୋରୁ ଚରେଇ କେନାଲ କୁ ଗାଧେଇବା କୁ ଯାଇଥିଲେ।  ତେବେ କେନାଲ ର ପ୍ରଖର ସ୍ରୋତ ରେ ଭାସି ଯାଇଥିଲେ। ଚାଷଜମି ନିକଟରେ ଥିବା କିଛି ସ୍ଥାନୀୟ ଲୋକେ ଏହା ଦେଖି କୋକସରା ଦମକଳ କର୍ମଚାରୀ ଙ୍କୁ ଖବର ଦେଇଥିଲେ। ଦମକଳ କର୍ମଚାରୀ ମାନେ ପହଞ୍ଚି  କେନାଲରେ ଖୋଜା ଘୋତି କରିଥିଲେ। ତେବେ ରାତି ହେବା କାରଣ ରୁ ଉଦ୍ଧାର କାର୍ଯ୍ୟ ସୋମବାର ସକାଳେ ପୁଣି କରାଯିବ। 

ଆହୁରି ପଢନ୍ତୁ : ଲକ୍ଷ୍ମୀପୂଜା ବୁଲିବାକୁ ଆସୁଥିବା ବେଳେ ଅଘଟଣ : ଗଛରେ ଅଟୋ ପଟି ହୋଇ ଜଣେ ମୃତ, ୨ ଗୁରୁତର

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.