ପ୍ରମୂଖ ଖବର
  • ରାଉରକେଲା : ହୋଟେଲ ରୁମ୍‌ରେ ଜୀବନ୍ତ ଜଳିଗଲେ ଯୁବତୀ, ହତ୍ୟା ଅଭିଯୋଗ କଲେ ପରିବାର ଲୋକେ
  • ||
  • ବାରିପଦାରେ ଗଣେଶ ଭସାଣି ବେଳେ ଅଘଟଣ, ସୁବର୍ଣ୍ଣରେଖା କେନାଲରେ ଭାସିଗଲେ ୪ ଛାତ୍ର
  • ||
  • ମୋହନା : ପୋଖରୀରେ ବୁଡ଼ି ନାବାଳକ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଆସ୍କା : ଟ୍ରାକ୍ଟରକୁ ଧକ୍କା ଦେଲା ମାଲ୍‌ ବୋଝେଇ ଟ୍ରକ୍‌, ଟ୍ରାକ୍ଟର ଡ୍ରାଇଭର ମୃତ
  • ||
  • ପୁରୀ ବେଳାଭୂମିରେ ଖୋଲିବନି ମଦ କ୍ୟାବିନ୍, ଅବକାରୀ ନୀତିରେ ପରିବର୍ତ୍ତନ କଲେ ରାଜ୍ୟ ସରକାର
  • ||
  • ଭୁବନେଶ୍ୱର ବିମାନ ବନ୍ଦରରୁ ପୁଣି ମିଳିଲା ସୁନା,୨୪ କିଲୋର ସୁନା ଅଳଙ୍କାର ଜବତ କଲା ସିଟି ଜିଏସ୍‌ଟି
  • ||
  • ଖୋର୍ଦ୍ଧା : ନାଳରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, କାରଣ ଅସ୍ପଷ୍ଟ
  • ||
  • ସମ୍ବଲପୁର : ନିଶାସକ୍ତ ଅବସ୍ଥାରେ ସାଙ୍ଗ ସାଜିଲା ଶତ୍ରୁ, ବାଡ଼ିରେ ପିଟିପିଟି ହତ୍ୟା କଲା ସାଙ୍ଗ
  • ||
  • ୩ ମାସ ପାଇଁ କୁକୁଡ଼ା ଚାଷ ବନ୍ଦ:ପୁରୀ ଜିଲ୍ଲାରେ ୧୪୧ଟି କୁକୁଡ଼ା ଫାର୍ମ ସିଲ୍‌
  • ||
  • ସୁନ୍ଦରଗଡ଼ : ସୁଭଦ୍ରା ଫର୍ମ ପୂରଣ ବେଳେ ଟଙ୍କା ମାଗିବା ପଡ଼ିଲା ମହଙ୍ଗା, ଜନସେବା କେନ୍ଦ୍ରର ପରିଚାଳକଙ୍କୁ ବାନ୍ଧିଲା ପୋଲିସ
  • ||
  • କଳାହାଣ୍ଡି ଗଡ଼ଜାତର ନୂଆଁଖାଇ,୧୦ଟାରୁ ୧୨ଟା ୪୦ ମିନିଟ୍‌ ମଧ୍ୟେ ସର୍ବସାଧାରଣ ନୂଆଁ ଖାଇବେ
  • ||
  • ସୋର : ଏମିତି ବି ଆସେ ମୃତ୍ୟୁ, ବାଇକରୁ ଓହ୍ଲାଇଲା ବେଳେ ଚାଳିଗଲା ଜୀବନ
  • ||
  • ସଫଳ ମହିଳା ହେବେ "ସୁଭଦ୍ରା ଅପା', ଆଜିଠୁ ପ୍ରତି ବ୍ଲକ୍‌ ଓ ପଞ୍ଚାୟତରେ "ସୁଭଦ୍ରା ସ୍ୱାଗତ ସପ୍ତାହ'
  • ||
  • ୧୭ରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ, ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ, ଆଜି ଜନତା ମଇଦାନ ଯାଞ୍ଚ
  • ||
  • ଭୁବନେଶ୍ୱର : ଆଉଟ୍ ହାଉସରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ,କାରଣ ଅସ୍ପଷ୍ଟ
  • ||
  • ପୁରୁଷ ହକି ଏସିଆନ୍‌ ଚାମ୍ପିଅନ୍ସ ଟ୍ରଫ: ଦ. କୋରିଆକୁ ହରାଇଲା ଟିମ୍ ଇଣ୍ଡିଆ, ଶନିବାର ଭାରତ- ପାକ୍ ଲଢ଼େଇ
  • ||
  • ଲଘୁଚାପ ନେବ ଅବପାତ ରୂପ: ଆଜି କଳାହାଣ୍ଡିକୁ ଅରେଞ୍ଜ, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ୧୬ ଯାଏ ପ୍ରବଳ ବର୍ଷା
  • ||

୫ ଦିନ ପର୍ବରୁ ନିଖୋଜ ହୋଇଥିଲେ ବୃଦ୍ଧ, ହେଲିପ୍ୟାଡ଼ରୁ ଉଦ୍ଧାର ହେଲା କଙ୍କାଳ

କୋଣାର୍କ,୨୪/୦୮: କୋଣାର୍କ ଏନଏସି  ୯ନମ୍ବର ୱାର୍ଡରେ ଥିବା କୋଣାର୍କ ଚନ୍ଦ୍ରଭଗା ମୁଖ୍ୟ ରାସ୍ତା ନିକଟରୁ ହେଲିପ୍ୟାଡ଼ରୁ ଉଦ୍ଧାର ହେଲା ବୃଦ୍ଧଙ୍କ କଙ୍କାଳ । ମୃତ ବୃଦ୍ଧ ଜଣକ ମାଉସୀ ମା ସାହିର ଟହଲି ସ୍ବାଇଁ (୭୦) ବୋଲି ଜଣାପଡ଼ିଛି । ସେ ଗତ ୫ ତଳେ ନିଖୋଜ ହୋଇଥିଲ। 

ସୂଚନା ଅନୁଯାୟୀ, ବୃଦ୍ଧ ଟହଲି ସ୍ବାଇଁ ବିଗତ ୫ ଦିନରୁ ନିଖୋଜ ଥିଲେ । ଏନେଇ ତାଙ୍କ ପରିବାର ଲୋକେ କୋଣାର୍କ ଥାନାରେ ଏକ ଲିଖିତ ଅଭିଯୋଗ କରିଥିଲେ । ଅଭିଯୋଗ ଆଧାରରେ କୋଣାର୍କ ପୋଲିସ ପରିବାର ସହ ମିଶି ରାମଚଣ୍ଡୀ ଠାରୁ କୁରୁଜଙ୍ଗ ପର୍ଯ୍ୟନ୍ତ ସମସ୍ତ ଜଙ୍ଗଲ ଓ ରାସ୍ତା ଖୋଜାଖୋଜି କରିଥିଲେ, କିନ୍ତୁ ବୃଦ୍ଧଙ୍କର କୌଣସି ପତ୍ତା ମିଳି ନଥିଲା । 

ତେବେ ଶୁକ୍ରବାର ବିଳମ୍ବିତ ରାତିରେ କିଛି  ଲୋକ ଜଙ୍ଗଲ ଦେଇ ଘରକୁ ଫେରୁଥିଲେ । ଫେରିବା ବାଟରେ ସେମାନେ ଏକ ମୃତ ବ୍ୟକ୍ତିର କଙ୍କାଳ ଦେଖିଥିଲେ । ଏହା ଦେଖି ତୁରନ୍ତ ୯ ନମ୍ବର ୱାର୍ଡର କାଉନସିଲର ଏବଂ ପୋଲିସକୁ ଖବର ଦେଇଥିଲେ । ଖବର ପାଇ କୋଣାର୍କ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏଥି ସହିତ ଘଟଣାର ତଦନ୍ତ ମଧ୍ୟ ଆରମ୍ଭ କରିଛି ପୋଲିସ । 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.