PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜସ୍ଥାନରେ ବଡ଼ ରାଜନୈତିକ ହଲଚଲ । ଇସ୍ତଫା ଦେଲେ ୯୨ ବିଧାୟକ । ରଦ୍ଦ ହେଲା କଂଗ୍ରେସ ବିଧାୟକ ଦଳ ବୈଠକ ।
  • ||
  • ଲମତାପୁଟ : ୮ଲକ୍ଷ ଟଙ୍କାର ଗଞ୍ଜେଇ ଵୋଝେଇ କାର ଜବତ, ମାଫିଆ ଫେରାର
  • ||
  • ଧର୍ମଗଡ଼ : ୩ କୁଇଣ୍ଟାଲ ୨୦ କେ.ଜିର ଜବତ, ଜଣେ ଗିରଫ
  • ||
  • ବାଲିଗୁଡ଼ା : ଆବାସିକ ବିଦ୍ୟାଳୟରେ ସପ୍ତମ ଶ୍ରେଣୀ ଛାତ୍ରୀ ଗର୍ଭବତୀ, ସନ୍ଦିଗ୍ଧ ଛାତ୍ର ଅଟକ
  • ||
  • କଣ୍ଟାବାଞ୍ଜି : ତ୍ରିନାଥ ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଓ ରୂପାର ଝୁମର ଚୋରି କରିନେଲେ ଦୁର୍ବୃତ୍ତ
  • ||
  • ଢେଙ୍କାନାଳ : ଢେଙ୍କାନାଳ ସଦର ଥାନା କାଙ୍କଡ଼ପାଳ ଗ୍ରାମରେ ବଚସାକୁ ନେଇ ଫାଙ୍କା ଗୁଳିଚାଳନା, ଭୟରେ ଖସିପଡ଼ି ଜଣେ ଆହତ, ଘଟଣା ସ୍ଥଳରୁ ୩ ଖୋକା ଜବତ
  • ||

ଘରେ ଶୋଇଥିଲେ, କାନ୍ଥ ପଡି ଚାଲିଗଲା ବୃଦ୍ଧଙ୍କ ଜୀବନ

ନବରଙ୍ଗପୁର, ୧୩।୭ ନନ୍ଦାହାଣ୍ଡି ବ୍ଲକ ଧଣ୍ଡରା ଗ୍ରାମରେ କାନ୍ଥ ପଡି ଗଙ୍ଗାଧର ସୌରାଙ୍କ ମୃତ୍ୟୁ ଘଟିଛି। ଗତ କିଛିଦିନ ଧରି ଲଗାଣ ବର୍ଷା ଲାଗି ରହିଥିଲା।  ମଙ୍ଗଳବାର ରାତିରେ ଗଙ୍ଗାଧର ଘରେ ଶୋଇଥିବା ବେଳେ ତାଙ୍କ ମାଟିର ଘରଟି ସମ୍ପୁର୍ଣ୍ଣ ଭାବେ ଭୁଶୁଡି ପଡିଥିଲା। ଫଳରେ ଗଙ୍ଗାଧରଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଥିଲା। ଗଙ୍ଗାଧରଙ୍କ ସ୍ତ୍ରୀ ସମ୍ପର୍କୀୟଙ୍କ ଦଶାହ କାର୍ଯ୍ୟରେ ଯୋଗ ଦେବାକୁ ଯାଇ ସେଠାରେ ରହିଥିବାରୁ ଏହି ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି। ନନ୍ଦାହାଣ୍ଡି ତହସିଲଦାର ଓ ତେନ୍ତୁଳିଖୁଣ୍ଟି ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛନ୍ତି।

ସମ୍ବନ୍ଧିତ ଖବର