ପ୍ରମୂଖ ଖବର
  • ବଜେଟ୍ ୨୦୨୪: ସଂସଦରେ ଜାମ୍ମୁ-କାଶ୍ମୀର ବଜେଟ୍ ଉପସ୍ଥାପିତ
  • ||
  • ବଜେଟ ୨୦୨୪: ଓଡ଼ିଶା ପର୍ଯ୍ୟଟନର ବିକାଶ ପାଇଁ ବଡ଼ ଘୋଷଣା, ପର୍ଯ୍ୟଟନର ବିକାଶ ପାଇଁ ମିଳିବ ଆର୍ଥିକ ସହାୟତା
  • ||
  • ବଜେଟ୍ ୨୦୨୪: ସରକାରୀ ସହାୟତାରେ ଛାତ ଉପରେ ଲାଗିବ ସୋଲାର ପ୍ୟାନେଲ, ପ୍ରତି ଘରୁ ମାସିକ ୩ଶହ ୟୁନିଟ ବିଜୁଳି ଉତ୍ପାଦନ ଲକ୍ଷ୍ୟ
  • ||
  • ବଜେଟ ୨୦୨୪:୧ କୋଟି ଘରକୁ ମାଗଣା ବିଜୁଳି ଯୋଗାଣ ହେବ,ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମୁକ୍ତ ବିଜୁଳି ଯୋଜନାରେ ମିଳିବ ସୁବିଧା
  • ||
  • ବଜେଟ୍୨୦୨୪: ବନ୍ୟା ମୁକାବିଲା ପାଇଁ ବିହାରକୁ ୧୧, ୫୦୦ କୋଟିର ସହାୟତା,ଆସାମ, ହିମାଚଳ ପ୍ରଦେଶ, ଉତ୍ତରାଖଣ୍ଡ, ସିକିମ୍‌କୁ ମିଳିବ ସହାୟତା
  • ||
  • ବଜେଟ ୨୦୨୪: ବନ୍ୟା ନିୟନ୍ତ୍ରଣ ପାଇଁ ସହାୟତା ଘୋଷଣା,ବନ୍ୟା କ୍ଷତିଗ୍ରସ୍ତ ୫ଟି ରାଜ୍ୟକୁ ସ୍ୱତନ୍ତ୍ର ସହାୟତାର ଘୋଷଣା
  • ||
  • ବଜେଟ ୨୦୨୪: ଜମିବାଡ଼ି ସୁବ୍ୟବସ୍ଥିତ କରିବାକୁ ଆରମ୍ଭ ହେବ ଭୂ-ଆଧାର, ଭୂ-ଆଧାର ଜରିଆରେ ଜମିବାଡ଼ି ଡିଜିଟାଇଜେସନ ହେବ
  • ||
  • ବଜେଟ୍ ୨୦୨୪: ମୁଦ୍ରା ଲୋନ୍‌ ୨୦ ଲକ୍ଷକୁ ବୃଦ୍ଧି ଘୋଷଣା କଲେ ଅର୍ଥମନ୍ତ୍ରୀ,ଧାର୍ଯ୍ୟ ସମୟରେ ପୈଠ କରିଥିବା ବ୍ୟକ୍ତି ଲୋନ୍‌ ପାଇପାରିବେ
  • ||
  • ବିଜେଟ୍ ୨୦୨୪-୨୫: ଗୟାରେ ହେବ ଇଣ୍ଡଷ୍ଟିଆଲ୍ କରିଡ଼ିର, ୧ ହଜାର ଆଇଟିଆଇକୁ ଅପଗ୍ରେଡ୍ କରାଯିବ
  • ||
  • ବିହାର, ଆନ୍ଧ୍ରପ୍ରଦେଶ ପାଇଁ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ପୋଲାଭରମ ପ୍ରକଳ୍ପ ଶୀଘ୍ର ସମାପ୍ତ ହେବ, ବିହାରରେ ଏୟାରପୋର୍ଟ, ମେଡିକାଲ କଲେଜ ବିକାଶ
  • ||
  • ସପ୍ତମ ଥର ପାଇଁ ବଜେଟ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
  • ||
  • ବିଧାନସଭା ଅଧିବେଶନର ଦ୍ବିତୀୟ ଦିନ, ୪ଟା ଯାଏଁ ଗୃହ ମୁଲତବି
  • ||

ଜଙ୍ଗଲରୁ ଘରକୁ ଫେରୁଥିଲେ, ଦୁର୍ଘଟଣାରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ଖଜୁରୀପଡ଼ା,୧୧/୭ : ଖଜୁରୀପଡ଼ା ଥାନା ଅନ୍ତର୍ଗତ ଆର ନୂଆଁ ଗାଁଠାରେ ଏକ ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ଆର ନୂଆଗାଁର ପୁଷ୍ପ ସାହୁ (୭୦) । 

ସୂଚନା ଅନୁଯାୟୀ, ପୁଷ୍ପ ଆଜି ଦିନବେଳେ ଜଙ୍ଗଲରୁ ଘରକୁ ଫେରୁଥିବା ସମୟରେ କୌଣସି ଏକ ଗାଡି ତାଙ୍କୁ ଧକ୍କା ଦେଇ ଚାଲି ଯାଇଥିଲା। ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ପ୍ରଥମେ ଖଜୁରୀପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ। ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ତେବେ  ସେଠାର ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ଏନେଇ ମୃତକଙ୍କ ପୁଅ ରଞ୍ଜିତ କୁମାର ସାହୁ ଖଜୁରୀପଡ଼ା ଥାନାରେ ଏକ ଲିଖିତ ଅଭିଯୋଗ କରିଛନ୍ତି। ଖଜୁରୀପଡ଼ା ପୁଲିସ ଏକ ମାମଲା ରୁଜୁ କରି ତଦନ୍ତ କରୁଥିବା ଥାନା ଅଧିକାରୀ ଚାପଧାରୀ ପ୍ରଧାନ କହଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.