ପ୍ରମୂଖ ଖବର
  • କଟକ : ଲାଞ୍ଚ ନେବା ହେଲା କାଳ, ଭିଜିଲାନ୍ସ ହାତରେ ଧରାପଡିଲେ ଆରଆଇ, ଅମିନ
  • ||
  • ମାଲକାନଗିରି : ଅବୁଝମାଡ଼ ଜଙ୍ଗଲରେ ଏନ୍‌କାଉଣ୍ଟର, ପୁଲିସ ଗୁଳିରେ ୨ ମହିଳା ମାଓବାଦୀ ନିହତ
  • ||
  • ବାଲେଶ୍ୱର : ପାନ ଦୋକାନୀ ମାଡ଼ରେ ଚାଲିଗଲା ଯୁବକଙ୍କ ଜୀବନ, ଧାର ଟଙ୍କାକୁ ନେଇ ଉଭୟଙ୍କ ମଧ୍ୟରେ ଥିଲା ବିବାଦ
  • ||
  • କଟକ: ନରସିଂହପୁର ପଞ୍ଚମୁଖୀ ଛକରୁ ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • ବଦଳିବ ଓଡ଼ିଶା ପର୍ଯ୍ୟଟନର କାୟାକଳ୍ପ, କେରଳ ଏବଂ ରାଜସ୍ଥାନ ମଡେଲ୍‌କୁ କରାଯିବ ଅନୁକରଣ, ଏସିଆର ଶ୍ରେଷ୍ଠ ପାଞ୍ଚରେ ରହିବ ରାଜ୍ୟ
  • ||
  • ପୁରୀ : ଭଗବାନ ଓ ଭକ୍ତଙ୍କ ମଧ୍ୟରୁ ହଟିଲା ଦୂରତା, ଦୁର୍ଲଭ ନବଯୌବନ ବେଶରେ ଦର୍ଶନ ଦେଲେ ଦାରୁବ୍ରହ୍ମ
  • ||
  • ପୁରୀ : ୨୯ରୁ ରତ୍ନଭଣ୍ଡାର ମରାମତି, ପ୍ରତିଦିନ ଦୁଇଟି ସିଫ୍ଟରେ ହେବ କାମ
  • ||
  • ଭୁବନେଶ୍ୱର : ତାରିଣୀ ବସ୍ତ୍ରାଳୟ ଗୋଦାମରେ ଅଗ୍ନିକାଣ୍ଡ, ଜଳିଗଲା କୋଟିଏରୁ ଉର୍ଦ୍ଧ୍ୱ ଟଙ୍କାର ସାମଗ୍ରୀ
  • ||
  • ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ, ୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||

ଓମ୍‌-ଦିପୁ ହତ୍ୟା ମାମଲା; ଧଳସାମନ୍ତ ଭ୍ରାତାଙ୍କ ସହ ୫ ଅଭିଯୁକ୍ତ ଦୋଷମୁକ୍ତ

Published By : Manash Sahoo | June 26, 2025 3:30 PM

କଟକ ୨୬/୦୨: ବହୁଚର୍ଚ୍ଚିତ ଓମ୍‌-ଦିପୁ ହତ୍ୟା ମାମଲାର ଆସିଲା ରାୟ । ଧଳସାମନ୍ତ ଦୁଇ ଭାଇଙ୍କ ସହ ଅନ୍ୟ ୫ଜଣ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ । ଏହି ମାମଲାରେ ସବୁ ଅଭିଯୁକ୍ତ ଦୋଷମୁକ୍ତ ହୋଇଛନ୍ତି । ମୋଟ୍ ୮ଜଣଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି କଟକ ଜିଲ୍ଲା ଦୌରା ଜଜ୍ । ପ୍ରମାଣ ଅଭାବରୁ ସେମାନଙ୍କୁ ଛାଡ଼ି ଦିଆଯାଇଛି । ହେଲେ ବେଆଇନ ଅସ୍ତ୍ରଶସ୍ତ୍ର ରଖିବା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ଡି-ବ୍ରଦର୍ସ ।    

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.