ପ୍ରମୂଖ ଖବର
  • ରୁଷକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍, ୫୦ ଦିନ ମଧ୍ୟରେ ଯୁଦ୍ଧ ବନ୍ଦ ନକଲେ ଲଗାଇବେ ଶତ ପ୍ରତିଶତ ଶୁଳ୍କ
  • ||
  • ଛୋଟ ଛୋଟ କଥାରେ ବିବାଦ ଯୋଗୁଁ ବିପଦରେ ପଡ଼ୁଛି ହିନ୍ଦୁ ବିବାହ, ଚିନ୍ତା ପ୍ରକାଶ କଲେ ବମ୍ବେ ହାଇକୋର୍ଟ
  • ||
  • ବାରଙ୍ଗ ବ୍ଲକ ଛକରେ ଆମ ବସ୍ ଧକ୍କାରେ ଯୁବକ ମୃତ, ଘଟଣାସ୍ଥଳରେ ଉତ୍ତେଜନା, ରାସ୍ତାରୋକ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା, ଏମ୍ସରେ ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି
  • ||
  • ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଏଫଏମ କଲେଜ ଅଧ୍ୟକ୍ଷ ଗିରଫ
  • ||
  • ମାଲକାନଗିରି: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୩ ଗୁରୁତର, -ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ଫୁଟିଲା ଲ୍ୟାଣ୍ଡମାଇନ୍‌
  • ||
  • କେନ୍ଦୁଝର : ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ତେଲକୋଇ, ପିଟାନାଳି ପୋଲ ଉପରେ ୩ ଫୁଟର ବନ୍ୟା ଜଳ ପ୍ରବାହିତ
  • ||
  • ଭୁବନେଶ୍ୱର : ମୃତ୍ୟୁ ସହ ସଂଘର୍ଷ କରୁଛି ଝିଅ, ସୁସ୍ଥ ହେବା ପାଇଁ ପ୍ରାର୍ଥନା କରନ୍ତୁ କହିଲେ ଏଫଏମ୍ କଲେଜ ପୀଡ଼ିତାଙ୍କ ବାପା
  • ||
  • ଗଞ୍ଜାମ : ମନ୍ଦିର ଗେଟ୍‌ରେ ପିଟିହେଲା ବାଇକ୍‌, ୨ ମୃତ
  • ||
  • ମହାମହିମଙ୍କ ଗସ୍ତ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା, ସହର ଭିତରକୁ ୨ ଦିନ ପାଇଁ ଭାରୀଯାନ ମନା
  • ||
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଓମାର ଅବଦୁଲ୍ଲା

Published By : Anindita Ratha | October 16, 2024 1:11 PM

ନୂଆଦିଲ୍ଲୀ,୧୬/୧୦: ୬ ବର୍ଷ ପରେ ଜମ୍ମୁ-କଶ୍ମୀରକୁ ମିଳିଲା ପ୍ରଥମ ମୁଖ୍ୟମନ୍ତ୍ରୀ। ଏନସି ବିଧାୟକ ଓମାର ଅବଦୁଲ୍ଲା ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି।  ୧୦ ବର୍ଷ ପରେ କେନ୍ଦ୍ରଶାସିତ ପ୍ରଦେଶରେ ସରକାର ଗଠନ ହୋଇଛି । ନ୍ୟାସନାଲ୍ କନଫରେସନ୍ସ ଏବଂ କଂଗ୍ରେସ ମେଣ୍ଟ ସରକାର ଗଠନ କରିଛନ୍ତି ।  

ତେବେ ଜାମ୍ମୁ-କାଶ୍ମୀରର ସେର-ଏ-କାଶ୍ମୀର ଅନ୍ତର୍ଜାତୀୟ ସମ୍ମିଳନୀରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଛି । ଉପ-ରାଜ୍ୟପାଳ ମନୋଜ ସିହ୍ନା ଓମାର ଅବଦୁଲ୍ଲାଙ୍କୁ  ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଏହା ସହିତ ଜାମ୍ମୁ-କାଶ୍ମୀରର ନୂଆ କ୍ୟାବିନେଟର ୫ ବିଧାୟକ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ଏହି ଶପଥ ଗ୍ରହଣ ସମାରୋହରେ ରାହୁଲ ଗାନ୍ଧି, ପ୍ରିୟାଙ୍କା ଗାନ୍ଧି, ଅଖିଲେଶ ସିଂହ ଯାଦବ ସମେତ ଇଣ୍ଡିଆ ବ୍ଲକର ବହୁ ବରିଷ୍ଠ ନେତା ସାମିଲ ହୋଇଛନ୍ତି । ବିଧାନସଭା ନିର୍ବାଚନରେ ୪୯ ଆସନରେ ବାଜିମାତ୍ କରିଛି  ଏନସି ଦଳ । ୯୦ ଆସନ ବିଶିଷ୍ଟ ଜାମ୍ମୁ-କାଶ୍ମୀର ବିଧାନସଭାରେ ନ୍ୟାସନାଲ କନଫରେନ୍ସ ଓ କଂଗ୍ରେସ ମେଣ୍ଟକୁ ସ୍ପଷ୍ଟ ବହୁମତ ମିଳିଛି ।

ବିଜୟ ପକ୍କା ହେବା ପରେ ଓମାର ଅବଦୁଲ୍ଲା ମୁଖ୍ୟମନ୍ତ୍ରୀ ହେବେ ବୋଲି ଘୋଷଣା କରିଥିଲେ ତାଙ୍କ ବାପା ଫାରୁକ ଅବଦୁଲ୍ଲା। ବିଜୟ ପାଇଁ ସେ ଜାମ୍ମୁ କାଶ୍ମୀରବାସୀଙ୍କୁ ସବୁ ଶ୍ରେୟ ଦେଇଛନ୍ତି  । ୨୦୧୯ରେ  ଧାରା ୩୭୦ ହଟିବା ପରେ ପ୍ରଥମଥର କେନ୍ଦ୍ରଶାସିତ ପ୍ରଦେଶରେ ବିଧାନସଭା ନିର୍ବାଚନ ହୋଇଥିଲା।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.