ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ଓମିନିକୁ ଧକ୍କା ଦେଲା ଡମ୍ଫର, ୫ ଯାତ୍ରୀ ଗୁରୁତର

Published By : Prameya | November 10, 2024 10:32 AM

ଜଳେଶ୍ବର ୧୦/୧୧: ବସ୍ତା ଥାନା ଅନ୍ତର୍ଗତ ଏନ୍‌ଏଚ୍-୬୦ ଜାତୀୟ ରାଜପଥ ଭେଲୋରା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଓମିନିକୁ ଧକ୍କା ଦେଲା ଡମ୍ଫର। ରାସ୍ତାକଡକୁ ଓଲଟିଲା ଭ୍ୟାନ୍। ଦୁର୍ଘଟଣା ୫ ଯାତ୍ରୀ ଗୁରୁତର ହୋଇଥିବା ଜଣାପଡିଛି। ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରାଯାଇ ବସ୍ତା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସମସ୍ତ ଚିକିତ୍ସା ଜାରି ରହିଥିବା ଜଣାପଡିଛି।

ସୂଚନା ମୁତାବିକ, ଭଦ୍ରକ ଜିଲ୍ଲା ଧାମନଗରରୁ ପଶ୍ଚିମବଙ୍ଗକୁ ଏକ ଓମିନି ଯୋଗେ ଫେରୁଥିବା ବେଳେ  ପଛରୁ ଆସୁଥିବା ଏକ ଦୃତଗାମୀ ଡମ୍ପର୍ ଧକ୍କା ଦେଇଥିଲା। ଫଳରେ ଓମିନିଟି ରାସ୍ତାର କଡ଼କୁ ଓଲଟି ପଡିଥିଲା। ଗାଡିରେ ଥିବା ୫ ଜଣ ଯାତ୍ରୀ ଗୁରୁତର ହୋଇଥିଲା ବେଳେ ସେମାନଙ୍କୁ  ବସ୍ତା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଡମ୍ଫର ଗାଡ଼ିକୁ ଜବତ କରି ବସ୍ତା ପୋଲିସ ଅଧିକ ତଦନ୍ତ ଜାରି ରଖିଛି।  

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.