ପ୍ରମୂଖ ଖବର
  • କାମାକ୍ଷାନଗର : ସ୍ତ୍ରୀ ସମ୍ମୁଖରେ ସ୍ୱାମୀକୁ ପଥରରେ ଛେଚି ହତ୍ୟା, ୩ ଅଭିଯୁକ୍ତ ଫେରାର
  • ||
  • ଗଞ୍ଜାମ ଏସପି ଭାବେ ଦାୟିତ୍ୱ ନେଲେ ଶୁଭେନ୍ଦୁ ପାତ୍ର, ଅପରାଧ ନିୟନ୍ତ୍ରଣ ଏବଂ ଅପରାଧୀ ଦମନ ରହିବ ଲକ୍ଷ
  • ||
  • ବଦଳିଲେ ଭଦ୍ରକ ଏସପି; କାର୍ଯ୍ୟଭାର ଗ୍ରହଣ କଲେ ସନ୍ଦୀପ ସମ୍ପଦ, ନୂତନ ଏସପିଙ୍କୁ ଜିଲ୍ଲା ପୋଲିସ କାର୍ଯ୍ୟାଳୟରେ ସ୍ୱାଗତ
  • ||
  • ଟ୍ୱିନ୍‌ସିଟି ଅତିରିକ୍ତ ପୋଲିସ କମିଶନର ଭାବେ ଦାୟିତ୍ୱ ଗ୍ରହଣ କଲେ ଉମାଶଙ୍କର ଦାସ
  • ||
  • ଭୋଗରାଇ : ଶିକ୍ଷକ ବଦଳି ପ୍ରତିବାଦରେ ବିଦ୍ୟାଳୟରେ ପଡିଲା ତାଲା, ରାସ୍ତାରେ ଧାରଣା ଦେଲେ ଛାତ୍ରଛାତ୍ରୀ ଓ ଅଭିଭାବକ
  • ||
  • ବାଲିଗୁଡା : ଦୁର୍ଗାପାଙ୍ଗାରେ ମହାମାରୀ ରୂପ ନେଉଛି ଝାଡାବାନ୍ତି; ୬ ମୃତ,୧୫ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ
  • ||
  • ହିନ୍ଦୋଳ : ପୋଖରୀରେ ବୁଡି ମହିଳା ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଭୁବନ : ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ହତ୍ୟା କରି କୂଅରେ ପକାଇଲା ସ୍ୱାମୀ
  • ||
  • ସାଲେପୁର : ଅନଲାଇନ୍ ଗେମ୍ ଖେଳିବା ପଡ଼ିଲା ମହଙ୍ଗା, ଲକ୍ଷାଧିକ ଟଙ୍କା ହାରି ଜୀବନ ହାରିଲେ ଯୁବକ
  • ||
  • ନୟାଗଡ : ବନ୍ଧୁକ ଦେଖାଇ କେନ୍ଦୁପତ୍ର ଫଡି ଘରୁ ଲୁଟ୍‌, ଲକ୍ଷାଧିକ ଟଙ୍କାର କେନ୍ଦୁପତ୍ର ସହ ଟଙ୍କା ଏବଂ ମୋବାଇଲ୍ ଲୁଟି ନେଲେ ଦୁର୍ବୃତ୍ତ
  • ||
  • ଜଳେଶ୍ବର : ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କାର ସୂନା ଗହଣା ଏବଂ ନଗଦ ଟଙ୍କା ଲୁଟ୍‌, ଜଣେ ଅଟକ
  • ||
  • ଶୁକ୍ରବାର ମୁଖ୍ୟମନ୍ତ୍ରୀ ନିବାସ ଖାଲି କରିବେ ଅରବିନ୍ଦ କେଜରିୱାଲ, ଆପ୍‌ ମୁଖ୍ୟାଳୟ ନିକଟରେ ଚୂଡ଼ାନ୍ତ ହୋଇଛି ଘର
  • ||
  • ଭରତପୁର ଥାନାରେ ହଙ୍ଗାମା ମାମଲା, ଆଜି ୫ ପୁଲିସ ଅଧିକାରୀଙ୍କ ପଲିଗ୍ରାଫ୍‌ ପରୀକ୍ଷା
  • ||
  • କାମାକ୍ଷାନଗର : ଶୌଚ ହେବାକୁ ଯାଇଥିବାବେଳେ ଧକ୍କା ଦେଲା ଟ୍ରେନ୍, କଟିଗଲା ଯୁବକଙ୍କ ବାମ ଗୋଡ଼
  • ||
  • ବାଲେଶ୍ୱର : ରାଇସ୍‌ ମିଲ୍‌ ମାଲିକଙ୍କ ଦବଙ୍ଗଗିରି, ଖବର ସଂଗ୍ରହ ବେଳେ ସାମ୍ୱାଦିକଙ୍କୁ ଆକ୍ରମଣ
  • ||
  • UAEରେ ବାଜିବ ମହିଳା ଟି-ଟ୍ୱେଣ୍ଟି ୨୦୨୪ ବିଶ୍ୱକପ୍ ବିଗୁଲ, ୧୦ ଦଳ, ୨୩ ମ୍ୟାଚ୍‌, ୨ ଭେନ୍ୟୁରେ ଖେଳାଯିବ
  • ||
  • ଦକ୍ଷିଣ ପୂର୍ବ ବାଂଲାଦେଶ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟ, ୪ରେ ସୁଦ୍ଧା ଲଘୁଚାପ: ଆଇଏମ୍‌ଡି ଡିଜି
  • ||

ପାହାଡ଼ ଉପରେ ବଲୁଛି କଲରାପତରିଆ ବାଘ; ତଳେ ବୁଲୁଛି ଭାଲୁ, ଲୋକେ ଆତଙ୍କିତ

ଉମରକୋଟ,୩୦/୦୯: ପାହାଡ଼ ଉପରେ ପୁଣି ବୁଲିଲା ୩ଟି କଲରାପତରିଆ ବାଘ ଏବଂ ଗୋଟିଏ ଭାଲୁ । ସୋସ୍ଆଲ ମିଡିଆରେ ଭିଡିଓ ଭାଇରାଲ । ଛତିଶଗଡ ରାଜ୍ୟ ଓଡିଶା ସୀମାନ୍ତ କାଁକେର ଜିଲ୍ଲା ସଦର ଠାରୁ ମାତ୍ର ପାଞ୍ଚ କିଲୋମିଟର ଦୁରରେ ଥିବା ଡୁମାଲି ଗାଁରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ।

ସୂଚନା ମୁତାବକ, ଡୁମାଲି ଗାଁରେ ରବିବାର ପାହାଡରେ ପୁଣି ଦେଖିବାକୁ ମିଳିଛି ୩ଟି କଲରାପତରିଆ ବାଘ ଏବଂ ଗୋଟାଏ ଭାଲୁ । ଫଳରେ ଏହି ଅଞ୍ଚଳରେ ଲୋକେ ଭୟଭୀତ ହୋଇଛନ୍ତି l ଏହା ଦେଖି ସ୍ଥାନୀୟଲୋକେ ବନବିଭାଗକୁ ଖବର ଦେଇଥିଲେ । ଖବର ପାଇ ବନବିଭାଗ ଟିମ୍‌ ଆଲର୍ଟ ରହିଥିବା ଜଣାପଡ଼ିଛି । ପାହାଡ ଉପରେ ତିନୋଟି କଲରାପତରିଆ ବାଘ ଏବଂ ତଳେ ଗୋଟାଏ ଭାଲୁ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । କାଁକେର ସହରଠାରୁ ମାତ୍ର ପାଞ୍ଚ  କିଲୋମିଟର ଦୂରରେ ଥିବା ଯୋଗୁଁ ଲୋକେ ଭୟଭୀତ ହୋଇ ରହିଛନ୍ତି ।

ତେବେ କିଛିଦିନ ପୂର୍ବରୁ ଦୁଇ ଶିଶୁଙ୍କୁ ଘର ଅଗଣାରୁ ଟେକି ନେଇ ଯାଇଥିଲା ବଣ୍ୟଜନ୍ତୁ ।  ତେବେ ପ୍ରଥମ ଥର ପାଇଁ ଏତେ ସଂଖ୍ୟାରେ ବାଘ ଦେଖିବା କାରଣରୁ ଏହି ଅଞ୍ଚଳରେ ଆତଙ୍କ ଖେଳିଯାଇଛି। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.