ପ୍ରମୂଖ ଖବର
  • ପୁରୀ: ନବଦିନାତ୍ମକ ଯାତ୍ରା ସାରି ବାହୁଡିବେ ନୀଳାଦ୍ରିନାଥ, ବାହୁଡ଼ାଦିଅଁଙ୍କ ପହଣ୍ଡି ବିଜେ
  • ||
  • ସୁନ୍ଦରଗଡ଼: ପ୍ରେମ କଳିକୁ ନେଇ ଡବଲ ମର୍ଡର, ପ୍ରେମିକା ଓ ତାର ସହପାଠୀକୁ ଛୁରୀ ଭୁସି ହତ୍ୟା କଲା ଡ୍ରାଇଭର୍ ପ୍ରେମିକ
  • ||
  • ଭୁବନେଶ୍ୱର: କଳାଭୂମି ନିକଟରେ ବୃଦ୍ଧଙ୍କ ଉପରେ ମାଡିଗଲା ବାଲି ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ୱିମ୍ବଲଡନ ଟାଇଟଲ ଲଢ଼େଇ: ଭେଟେରାନ ଜୋକୋଭିକଙ୍କୁ ହରାଇ କାର୍ଲୋସ ଅଲକାରାଜ ଚାମ୍ପିଅନ୍
  • ||
  • ସୋମବାରଠୁ ସିବିଏସ୍‌ଇ ସପ୍ଲିମେଣ୍ଟାରୀ ପରୀକ୍ଷା, ଉଭୟ ଦଶମ ଓ ଦ୍ୱାଦଶ ଛାତ୍ରଛାତ୍ରୀ ଦେବେ ଏକ୍ସଜାମ୍
  • ||
  • ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ: ଆଜି ଦକ୍ଷିଣ- ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଜନ୍ମବେଦିରୁ ଶ୍ରୀମନ୍ଦିରକୁ ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି: ୧୨ଟାରେ ପହଣ୍ଡି, ୪ଟାରେ ରଥ ଟଣା
  • ||

ବଡଦାଣ୍ଡରେ ଠେଲାପେଲା, ଶ୍ରଦ୍ଧାଳୁ ମୃତ

ପୁରୀ , ୭।୭ : ବଡଦାଣ୍ଡରେ ରଥଟଣା ବେଳେ ଠେଲାପେଲା। ଏଥିରେ ଅଣନିଃଶ୍ବାସୀ ହୋଇ ଜଣେ ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଛି। ଏଥିସହ ଜଣେ ପୋଲିସ କର୍ମଚାରୀ ମଧ୍ୟ ଏଥିରେ  ଗୁରୁତର ହୋଇଛନ୍ତି। 

ବଳଭଦ୍ରଙ୍କ ତାଳଧ୍ବଜ ରଥ  ପ୍ରଥମେ ଟଣା ହୋଇଥିଲା। ଏହି ସମୟରେ ଭକ୍ତଙ୍କ ମଧ୍ୟରେ ଠେଲାପେଲା ହୋଇଥିଲା। ଏଥିରେ ଅଣନିଃଶ୍ବାସୀ ହୋଇ ଜଣେ ଭକ୍ତଙ୍କ ମୃତ୍ୟୁ ଘଟିଥିଲା। ଘଟଣାସ୍ଥଳକୁ ମୁଖ୍ୟମନ୍ତ୍ରୀ, ମୁଖ୍ୟ ସଚିବ ପହଞ୍ଚିଛନ୍ତି। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Rath Yatra

Copyright © 2024 - Summa Real Media Private Limited. All Rights Reserved.