ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା: ଆଉ ୨ ଗିରଫ
  • ||
  • ମାଲକାନଗିରି : ନଈ ପାରି ହେବା ସମୟରେ ପାଣିରେ ଭାସି ଯାଇ ଦୁଇ ଯୁବକ ମୃତ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ମାମଲାରେ ଆକ୍ସନ୍‌, ୫ ଜଣଙ୍କୁ ନିଲମ୍ବନ କଲା ରାଜ୍ୟ ବିଜେପି
  • ||
  • ଜୁଲାଇ ୧୪​‌ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଏମ୍‌ସ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ
  • ||
  • କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୩୮କୁ ବୃଦ୍ଧି, ଆହୁରି ବଢ଼ିପାରେ
  • ||
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ସମ୍ବଲପୁର ସିଟି ଜିଏସଟି ବିଭାଗ ପକ୍ଷରୁ ରେଡ୍, ଦେଢ କ୍ଵିଣ୍ଟାଲ ରୂପା ଜବତ

Published By : Rasmita Pradhan | October 15, 2024 2:41 PM

ସମ୍ବଲପୁର, ୧୫/୧୦ : ରାଜ୍ୟ ବାହାରକୁ ଚୋରା ଚାଲାଣ ବେଳେ ଦେଢ କୋଟି ଟଙ୍କାର ରୂପା ଜବତ। ସମ୍ବଲପୁର ଜିଲ୍ଲା ରେଙ୍ଗାଲି ଝୁରିପଡାରୁ ଏକ କାର୍‌ରୁ ଦେଢ କ୍ଵିଣ୍ଟାଲ୍ ରୂପା ଜବତ ହୋଇଛି। ସମ୍ବଲପୁର ସିଟି ଜିଏସଟି ବିଭାଗ ପକ୍ଷରୁ ଚଢାଉ କରାଯାଇ ଏହି ରୂପା ଜବତ କରାଯାଇଛି। 

ସୂଚନାନୁଯାୟୀ, ଏକ କାର୍ ଯୋଗେ ଦେଢ କ୍ଵିଣ୍ଟାଲ ରୂପା ସମ୍ଵଲପୁରରୁ ରାଞ୍ଚି ଚୋରା ଚାଲାଣ ହେଉଥିଲା। ଏନେଇ ଖବର ପାଇ ସିଟି ଜିଏସଟି ବିଭାଗ ଚଢାଉ କରି ରେଙ୍ଗାଲି ଝୁରିପଡାରୁ ଏକ କାର୍‌ରୁ ଦେଢ କ୍ଵିଣ୍ଟାଲ ରୂପା ଜବତ କରିଛି। ଜବତ ରୂପାର ମୂଲ୍ୟ ପ୍ରାୟ ଦେଢ଼କୋଟି ଟଙ୍କା ହେବ ବୋଲି ଅନୁମାନ କରାଯାଉଛି। ସମ୍ବଲପୁର GST କାର୍ଯ୍ୟାଳୟରେ ଜବତ ରୂପାର ଓଜନ କରାଯାଉଛି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.