ପ୍ରମୂଖ ଖବର
  • ପଦରୁ ଇସ୍ତଫା ଦେଲେ ବିଷ୍ଣୁପଦ ସେଠୀ, ମୁଖ୍ୟ ଶାସନ ସଚିବଙ୍କୁ ଦେଲେ ପତ୍ର
  • ||
  • କଂଗ୍ରେସ ସଂକଳ୍ପ ସମାବେଶ ଯାତ୍ରା ବେଳେ ତଳେ ପଡିଗଲେ ପିସିସି ସଭାପତି ଭକ୍ତ ଦାସ
  • ||
  • ଖୁଡ଼ିର ପୁତୁରା ପାପ ସଂପର୍କ ବିରୋଧ କରିବା ପଡିଲା ମହଙ୍ଗା, ସ୍ବାମୀଙ୍କୁ ମାରିଦେଇଥିବା ଅଭିଯୋଗ
  • ||
  • IAS ବିଷ୍ଣୁପଦ ସେଠୀଙ୍କ ଘରେ ସିବିଆଇ ରେଡ୍, ବ୍ରିଜ୍ ଆଣ୍ଡ ରୁଫ୍ କମ୍ପାନୀ ଲିଙ୍କ୍‌କୁ ନେଇ ଖୋଳତାଡ଼
  • ||
  • ବାହାଘର ଭୋଜି ଖାଇବା ହେଲା କାଳ: ୩୦୦ ଅସୁସ୍ଥ, ୮୦ ଗୁରୁତର ବିଭିନ୍ନ ହସ୍‌ପିଟାଲରେ ଭର୍ତ୍ତି
  • ||
  • ଦେବଗଡ଼: ବିପଦରେ ଗଜରାଜ, ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଦନ୍ତା ହାତୀ ମୃତ
  • ||
  • କୁଜଙ୍ଗ ବଜାର ନିକଟରେ ଓଲଟିଲା ମଦ ବୋଝେଇ ଟ୍ରକ୍ , ହେଲପର୍ ମୃତ, ଡ୍ରାଇଭର ଆହତ
  • ||
  • ପୁରୀ: ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
  • ||
  • ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌: ଆଜି ଜର୍ମାନୀକୁ ଭେଟିବ ପୁରୁଷ ଭାରତୀୟ ଦଳ, ମହିଳା ଟିମ୍ ସ୍ପେନ୍‌କୁ ଦେବ ଟକ୍କର
  • ||
  • ଜ୍ଞାନେଶ କୁମାର ମୁଖ୍ୟ ନିର୍ବାଚନ କମିଶନର, ବୁଧବାର ସମ୍ଭାଳିବେ ଦାୟିତ୍ବ, ଆଜି ଅବସର ନେବେ ରାଜୀବ କୁମାର
  • ||
  • ଖରା ପାଇଁ ଉଚ୍ଚଶିକ୍ଷା ବିଭାଗର ମାର୍ଗଦର୍ଶିକା, କଲେଜ ଓ ବିଶ୍ୱବିଦ୍ୟାଳୟରେ ସକାଳୁଆ ପଢ଼ା, ନିଷ୍ପତ୍ତି ନେବେ
  • ||
  • ଆଜିଠୁ ଯୁକ୍ତ ଦୁଇ ବୋର୍ଡ ପରୀକ୍ଷା: ୧୨୭୬ କେନ୍ଦ୍ରରେ ୩ ଲକ୍ଷ ୯୩ ହଜାର ପରୀକ୍ଷାର୍ଥୀ,କପି ରୋକିବ ୩୫ ସ୍କ୍ୱାଡ ଡିପୋ
  • ||

୭ ଲକ୍ଷ ଟଙ୍କାର ହେରୋଇନ ଜବତ, ଜଣେ ଗିରଫ

Published By : Prameya | January 23, 2025 11:02 PM

ଭୁବନେଶ୍ବର,୨୩।୧ :  କମର୍ଦ୍ଦା ଥାନା ଅନ୍ତର୍ଗତ ବାରମାଇଲ ଛକ ନିକଟରୁ ଅବକାରୀ ପୋଲିସ ୭୨ ଗ୍ରାମ ହେରୋଇନ  ଜବତ କରିବା ସହିତ ଜଣଙ୍କୁ ଗିରଫ  କରିଛି । ଗିରଫ ଯୁବକ ଜଣଙ୍କ ହେଲେ କସବା କମର୍ଦ୍ଦାର ଦିବାକର ନାୟକ ।ଜବତ ହେରୋଇନର ଆନୁମାନିକ ମୂଲ୍ୟ ୭ଲକ୍ଷ ୨୦ ହଜାର ଟଙ୍କା । 

ଭୋଗରାଇ ଅଞ୍ଚଳରେ ବିଭିନ୍ନ ଜାଗାରେ ଅବକାରୀ ବିଭାଗ ପକ୍ଷରୁ ପାଟ୍ରୋଲିଂ କରାଯାଉଥିଲା। ଭୋଗରାଇ ବାରମାଇଲ ଠାରେ ବ୍ରାଉନସୁଗାର ବିକ୍ରି ହେଉଥିବା ନେଇ ଖବର ପାଇଥିଲା ପାଟ୍ରୋଲିଂ ଟିମ୍।  ବାରମାଇଲଠାରେ ଥିବା ଏକ ପ୍ରେଟୋଲ ପମ୍ପ ନିକଟରୁ ଜଣେ ଯୁବକଙ୍କୁ ଗିରଫ କରିବା ସହିତ ତାଙ୍କ ଠାରୁ ୭୨ ଗ୍ରାମ ବ୍ରାଉନସୁଗାର ଜବତ କରିଥିଲା

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.