ପ୍ରମୂଖ ଖବର
  • ଗୁଗୁଲ୍-ମେଟାକୁ ଇଡ଼ି ନୋଟିସ୍‌, ଅନ୍‌ଲାଇନ୍ ବେଟିଂ ଆପ୍‌ ମାମଲାରେ ସମନ୍‌
  • ||
  • ପୁରୀ: ବଳଙ୍ଗା ଥାନା ଅଞ୍ଚଳରେ ଅଭାବନୀୟ ଘଟଣା, ନାବାଳିକାଙ୍କୁ ନିଆଁ ଲଗାଇ ପୋଡ଼ି ଦେଲେ ୩ ଦୃର୍ବୃତ୍ତ
  • ||
  • ଢେଙ୍କାନାଳ ଗଉଡ଼କାଟେଣିରେ ଟ୍ରକ୍-‌ହାୱାଇ ମୁହାଁମୁହିଁ ଧକ୍କା, ହାୱାଇ ଡ୍ରାଇଭର ଗୁରୁତର
  • ||
  • ଶିକ୍ଷକ ଅଭାବରୁ ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ, ଧାରଣାରେ ଛାତ୍ରଛାତ୍ରୀ
  • ||
  • ମାଲକାନଗିରି: ଏନ୍‌କାଉଣ୍ଟରରେ ୬ ମାଓବାଦୀ ନିହତ, AK-47, SRL ରାଇଫଲ୍ ସମେତ ବିପୁଳ ବିସ୍ଫୋରକ ଜବତ
  • ||
  • କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ଚେତାବନୀ, ଏନ୍‌ଆଇଏ ମାମଲା ପାଇଁ ସ୍ୱତନ୍ତ୍ର କୋର୍ଟ ବନାଅ...
  • ||
  • ଜଳେଶ୍ବର: ଟ୍ରକ୍‌କୁ ଧକ୍କା ଦେଲା ବସ୍‌; ୩୦ ଜଣ ଯାତ୍ରୀ ଆହତ
  • ||
  • ଶନିବାରଠୁ ଚାଷୀ ପଞ୍ଜୀକରଣ, ଅଗଷ୍ଟ ୨୦ ଯାଏ ଚାଲିବ ପ୍ରକ୍ରିୟା: ନଭେମ୍ବର ପ୍ରଥମ ସପ୍ତାହରୁ ଧାନକିଣା
  • ||
  • ୨୩ରେ ଲଘୁଚାପ, ୨୫ରେ ନେଇପାରେ ଅବପାତ ରୂପ: ଆଜିଠୁ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||

ଜମି କିଣା ନାଁରେ ୧୭ ଲକ୍ଷ ଠକେଇ ମାମଲାରେ ଜଣେ ଗିରଫ...

Published By : Ladu Kishor | October 25, 2024 9:09 PM

ବ୍ରହ୍ମପୁର୨୫/୧୦: ଜମି କିଣିବା ପାଇଁ ୧୭ ଲକ୍ଷ ଟଙ୍କା ଠକେଇ କରିବା ଘଟଣାରେ ବ୍ରହ୍ମପୁର ସଦର ପୁଲିସ ଜଣେ ଅଭିଯୁକ୍ତକୁ ଗିରଫ କରିଛି। ଗତ ମାର୍ଚ୍ଚ ମାସରେ ଟଙ୍କା ନେଇଥିବା ବେଳେ ଜମି କିଣିଦେଇ ନଥିଲା କି ଟଙ୍କା ଫେରସ୍ତ କରିନଥିଲା । ଏନେଇ ଥାନାରେ ଅଭିଯୋଗ ପରେ ଠକେଇ ମାମଲାରେ ଅଭିଯୁକ୍ତ ଲୁଲୁ କୁମାର ଦୋରାକୁ ଗିରଫ କରିଛି ପୋଲିସ । ବ୍ରହ୍ମପୁର ଏସପି ଏହି ସୂଚନା ଦେଇଛନ୍ତି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.