ପ୍ରମୂଖ ଖବର
  • ସିଂହଦ୍ବାର ସମ୍ମୁଖରେ ଲାଗିଲା ତିନି ରଥ, ଗୁଣ୍ଡିଚା ଯାତ୍ରା ସାରି ବାହୁଡ଼ିଲେ ଶ୍ରୀଜିଉ
  • ||
  • ପୁରୀ: ନବଦିନାତ୍ମକ ଯାତ୍ରା ସାରି ବାହୁଡିବେ ନୀଳାଦ୍ରିନାଥ, ବାହୁଡ଼ାଦିଅଁଙ୍କ ପହଣ୍ଡି ବିଜେ
  • ||
  • ସୁନ୍ଦରଗଡ଼: ପ୍ରେମ କଳିକୁ ନେଇ ଡବଲ ମର୍ଡର, ପ୍ରେମିକା ଓ ତାର ସହପାଠୀକୁ ଛୁରୀ ଭୁସି ହତ୍ୟା କଲା ଡ୍ରାଇଭର୍ ପ୍ରେମିକ
  • ||
  • ଭୁବନେଶ୍ୱର: କଳାଭୂମି ନିକଟରେ ବୃଦ୍ଧଙ୍କ ଉପରେ ମାଡିଗଲା ବାଲି ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ୱିମ୍ବଲଡନ ଟାଇଟଲ ଲଢ଼େଇ: ଭେଟେରାନ ଜୋକୋଭିକଙ୍କୁ ହରାଇ କାର୍ଲୋସ ଅଲକାରାଜ ଚାମ୍ପିଅନ୍
  • ||
  • ସୋମବାରଠୁ ସିବିଏସ୍‌ଇ ସପ୍ଲିମେଣ୍ଟାରୀ ପରୀକ୍ଷା, ଉଭୟ ଦଶମ ଓ ଦ୍ୱାଦଶ ଛାତ୍ରଛାତ୍ରୀ ଦେବେ ଏକ୍ସଜାମ୍
  • ||
  • ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ: ଆଜି ଦକ୍ଷିଣ- ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଜନ୍ମବେଦିରୁ ଶ୍ରୀମନ୍ଦିରକୁ ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି: ୧୨ଟାରେ ପହଣ୍ଡି, ୪ଟାରେ ରଥ ଟଣା
  • ||

ତୀର୍ଥ ଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ : ଜଣେ ମୃତ , ୧୦ ଗୁରୁତର

ଭଦ୍ରକ,୬।୭  ତୀର୍ଥଯାତ୍ରୀ ବସକୁ ଧକ୍କା ଦେଲା ଟ୍ରେଲର  । ୧୬ ନମ୍ବର ଜାତୀୟ ରାଜପଥ ରେ ଦୁର୍ଘଟଣା ଘଟିଛି । ଫଳରେ ବସରେ ଯାଉଥିବା ଯାତ୍ରୀଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ ଜଣ ଗୁରୁତର ହୋଇଛନ୍ତି। 

 ବସରେ ଆନ୍ଧ୍ରପ୍ରଦେଶର ଅଙ୍ଗୁର ଅଞ୍ଚଳର ପ୍ରାୟ ୨୫୦ ଲୋକ ପ୍ରଥମେ ପୁରୀ ଆସି ଜଗନ୍ନାଥ ଦର୍ଶନ କରିଥିଲେ । ପରେ କାଶୀ ଅଭିମୁଖେ ଯାଉଥିବା ବେଳେ ଗୋଟିଏ ବସକୁ ପଛରୁ ଟ୍ରକ ଧକ୍କା ଦେଇଥିଲା । ଘଟଣାସ୍ଥଳରେ ଜଣେ ମୃତ୍ୟୁବରଣ କରିଥିବା ବେଳେ ୧୦ ଜଣ ଗୁରୁତର ହୋଇଛନ୍ତି । ସମସ୍ତଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି । ଜିଲ୍ଲାପାଳଙ୍କ ସୂଚନା ଅନୁଯାୟୀ ତୀର୍ଥଯାତ୍ରୀଙ୍କର ଚିକିତ୍ସା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ହେଉଛି । ଗୁରୁତର ଙ୍କ ପରିବାର ଲୋକ ଙ୍କୁ ଖବର ଦିଆଯାଇଛି । ତେବେ ଅନ୍ୟ ତୀର୍ଥଯାତ୍ରୀଙ୍କୁ ଗୋଟିଏ ପଡିଆରେ ରଖା ଯାଇଛି । ଖାଦ୍ୟପେୟ ର ବ୍ୟବସ୍ଥା ହୋଇଛି । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Rath Yatra

Copyright © 2024 - Summa Real Media Private Limited. All Rights Reserved.