ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଦେଓଘାଟିରେ ଦୁର୍ଘଟଣା : କାର-ପିକଅପ ଭ୍ୟାନ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ

କୋରାପୁଟ,୨୪।୨ : କୋରାପୁଟ_ଜୟପୁର ୨୬ ନଂ ଜାତୀୟ ରାଜପଥର ଦେଓଘାଟି ନିକଟରେ ଦୁର୍ଘଟଣା ଘଟିଛି। ଏହି କାର ଓ ପିକ‌ଅପ ଭ୍ୟାନ ମଧ୍ୟରେ  ମୁହାଁ ମୁହିଁ ଧକ୍କା ହୋଇଛି । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ  ତିନି ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ କୋରାପୁଟ ମେଡିକାଲ କଲେଜ ହସପିଟାଲକୁ ସ୍ଥାନାନ୍ତର କରାଯାଇଛି। ଘଟଣା ସ୍ଥଳରେ କୋରାପୁଟ ସଦର ପୋଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.