ପ୍ରମୁଖ ଖବର
  • ଭୁବନେଶ୍ୱର : ଜାତୀୟ ସ୍ତରୀୟ ଗବେଷଣା ସୁଯୋଗ, ମୁଖ୍ୟମନ୍ତ୍ରୀ ରିସର୍ଚ୍ଚ ଫେଲୋସିପ୍‌ ପାଇଁ ୩୦୦ ଶିକ୍ଷାର୍ଥୀ ଚୟନ
  • ||
  • ଭୁବନେଶ୍ୱର : ମହିଳାଙ୍କ ସୁରକ୍ଷା ପାଇଁ ନିଯୁକ୍ତ ହୋଇଥିଲେ; ତାଲିମ ନେଇଥିଲେ ୨୪୮ ଜଣ, ଏବେ ବନ୍ଦ ହୋଇଗଲା ଏସ୍‌ଓପି ବ୍ୟବସ୍ଥା
  • ||
  • ପଶ୍ଚିମବଙ୍ଗରେ ଥମୁନି ନିର୍ବାଚନୀ ହିଂସା, ଜଣେ ଟିଏମସି କର୍ମୀଙ୍କୁ ହତ୍ୟା, ପୁଣି ବିଜେପି ବିରୋଧରେ ଦଳ ଆଣିଲା ଅଭିଯୋଗ
  • ||
  • ବାଂଲାଦେଶ ମୁହାଁ ବାତ୍ୟା, ପ୍ରଭାବରେ ୪ଜିଲ୍ଲାରେ ବର୍ଷା ଓ ପବନ ସମ୍ଭାବନା, ୪ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ଆଲର୍ଟ
  • ||
  • ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ, ୬ ଲୋକସଭା ଓ ୪୨ ବିଧାନସଭା ଆସନରେ ଭୋଟିଂ, ୪୪୭ ପ୍ରାର୍ଥୀଙ୍କ ହେବ ଭାଗ୍ୟ ପରୀକ୍ଷା
  • ||
  • ଦେଶରେ ଷଷ୍ଠ ପର୍ଯ୍ୟାୟ ମତଦାନ, ୬ ରାଜ୍ୟ ଓ ୨ କେନ୍ଦ୍ରଶାସିତ ଅଞ୍ଚଳରେ ଚାଲିଛି ଭୋଟ୍, ୫୮ ସଂସଦୀୟ କ୍ଷେତ୍ରରେ ମତଦାନ ଆରମ୍ଭ
  • ||
  • ସୃଷ୍ଟି ହେଲା ଅବପାତ: ୨୫ ରାତିରୁ ଉପକୂଳରେ ବର୍ଷା, ୨୬ରେ ଭୀଷଣ ବାତ୍ୟା ରୂପ ନେବ
  • ||

ତରକେରା ଡ୍ୟାମରେ ବୁଡି ୨ ମୃତ, ଜଣେ ନିଖୋଜ

ରାଉରକେଲା,୪।୫ : ବ୍ରାହ୍ମଣୀର  ତରକେରା ଡ୍ୟାମରେ ଗାଧୋଇବା ବେଳେ ବୁଡିଯାଇ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣଙ୍କୁ ଅଗ୍ନିଶମ ବାହିନୀ ଉଦ୍ଧାର କରିଛି। 

ରାଉରକେଲା ଅଞ୍ଚଳରେ ତିନି ଜଣ ସାଙ୍ଗ  ବ୍ରାହ୍ମଣୀର  ତରକେରା ଡ୍ୟାମରେ ଗାଧୋଉଥିଲେ।  ହଠାତ ୩ ଜଣ ସାଙ୍ଗ ଡ୍ୟାମରେ ବୁଡି ଯାଇଥିଲେ। ଖବର ପାଇ ଅଗ୍ନିଶମ ବାହିନୀ ପହଞ୍ଚି ୨ ଜଣଙ୍କୁ ଉଦ୍ଧାର କରିଥିଲା। ସେମାନଙ୍କ ମଧ୍ୟରୁ ଜଣକର ମୃତ୍ୟୁ ଘଟିଥିଲା। ଅନ୍ୟ ଜଣେ ସାଙ୍ଗଙ୍କୁ ଦୀର୍ଘ ସମୟ ପର୍ଯ୍ୟନ୍ତ ନଦୀରେ ଖୋଜାଖୋଜି କରିବା ପରେ  ମୃତଦେହକୁ ଅଗ୍ନିଶମ ବାହିନୀ ଉଦ୍ଧାର କରିଛନ୍ତି। 

ଆହୁରି ପଢନ୍ତୁ : ଖାଇବା ଦେବାରେ ହେଲା ବିଳମ୍ବ, ମା’ର ତଣ୍ଟି ଚିପି ହତ୍ୟା କଲା ପୁଅ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.