ପ୍ରମୂଖ ଖବର
  • କଟକ : ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ରରେ ରହିବ ୱାଟର ମାର୍କ
  • ||
  • ଇସ୍ରୋକୁ ମିଳିଲେ ନୂଆ ମୁଖ୍ୟ, ଦାୟିତ୍ବ ନେଲେ ଭି. ନାରାୟଣନ
  • ||
  • ତିନି ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବୈତରଣୀରେ ପକାଇବେ ମକର ବୁଡ଼
  • ||
  • ଶ୍ରୀଲିଙ୍ଗରାଜ ମନ୍ଦିରରେ ବଡ଼ୁ ସେବାୟତ ଓ ମହାସୁଆରଙ୍କ ବିବାଦ, ରାତି ୮ଟାରୁ ପ୍ରଭୁଙ୍କ ନୀତିକାନ୍ତି ବନ୍ଦ
  • ||
  • ଶ୍ରୀମନ୍ଦିରରେ ପବିତ୍ର ମକର ସଂକ୍ରାନ୍ତି, ଶ୍ରୀବିଗ୍ରହଙ୍କୁ ମକରଚୂଳ ଓ ମାଳ ଲାଗି କରାଯାଇ ହେବ ସ୍ୱତନ୍ତ୍ର ବେଶ
  • ||
  • ରାଜ୍ୟରେ ସାମାନ୍ୟ କମିଲା ଶୀତ, ୪ ଦିନ ଯାଏ ପାଗରେ କୌଣସି ପରିବର୍ତ୍ତନ ନାହିଁ
  • ||

ତରକେରା ଡ୍ୟାମରେ ବୁଡି ୨ ମୃତ, ଜଣେ ନିଖୋଜ

Published By : Prameya | May 4, 2024 5:16 PM

ରାଉରକେଲା,୪।୫ : ବ୍ରାହ୍ମଣୀର  ତରକେରା ଡ୍ୟାମରେ ଗାଧୋଇବା ବେଳେ ବୁଡିଯାଇ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣଙ୍କୁ ଅଗ୍ନିଶମ ବାହିନୀ ଉଦ୍ଧାର କରିଛି। 

ରାଉରକେଲା ଅଞ୍ଚଳରେ ତିନି ଜଣ ସାଙ୍ଗ  ବ୍ରାହ୍ମଣୀର  ତରକେରା ଡ୍ୟାମରେ ଗାଧୋଉଥିଲେ।  ହଠାତ ୩ ଜଣ ସାଙ୍ଗ ଡ୍ୟାମରେ ବୁଡି ଯାଇଥିଲେ। ଖବର ପାଇ ଅଗ୍ନିଶମ ବାହିନୀ ପହଞ୍ଚି ୨ ଜଣଙ୍କୁ ଉଦ୍ଧାର କରିଥିଲା। ସେମାନଙ୍କ ମଧ୍ୟରୁ ଜଣକର ମୃତ୍ୟୁ ଘଟିଥିଲା। ଅନ୍ୟ ଜଣେ ସାଙ୍ଗଙ୍କୁ ଦୀର୍ଘ ସମୟ ପର୍ଯ୍ୟନ୍ତ ନଦୀରେ ଖୋଜାଖୋଜି କରିବା ପରେ  ମୃତଦେହକୁ ଅଗ୍ନିଶମ ବାହିନୀ ଉଦ୍ଧାର କରିଛନ୍ତି। 

ଆହୁରି ପଢନ୍ତୁ : ଖାଇବା ଦେବାରେ ହେଲା ବିଳମ୍ବ, ମା’ର ତଣ୍ଟି ଚିପି ହତ୍ୟା କଲା ପୁଅ

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.