ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ବାଇକ୍ ଅଟୋ ମୁହାଁମୁହିଁ ଧକ୍କା : ଜଣେ ମୃତ, ଜଣେ ଗୁରୁତର

ଘଟଗାଁ, ୩।୨ : କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ଢେଙ୍କିକୋଟ - ବାରାହଟିପୁରା ରାସ୍ତାର ଲଙ୍ଗଳକଣ୍ଟି ନିକଟରେ ଏକ ବାଇକ୍ ସହ ଏକ ଅଟୋର ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣା ରେ ବାଇକ୍ ଥିବା ଦୁଇ ଜଣଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣଙ୍କ ଅବସ୍ଥା ଗୁରୁତର ରହିଛି।‌ 

ଉଭୟ ବାଇକ୍ ଯୋଗେ ଢେଙ୍କିକୋଟ ଅଭିମୁଖେ ଆସୁଥିଲେ।   ବିପରୀତ ଦିଗରୁ ଯାଉଥିବା ଏକ ଡାଲା ଅଟୋ ମୁହାଁମୁହିଁ ସହ ବାଇକ୍ ର ମୁହାଁମୁହିଁ ଧକ୍କା ହୋଇଥିଲା । ଉଭୟ ଙ୍କୁ ଉଦ୍ଧାର କରାଯାଇ ଆମ୍ବୁଲାନ୍ସ ଯୋଗେ ଘଟଗାଁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା।  ସେଠାରେ ଜଣଙ୍କୁ ଡ଼ାକ୍ତର ମୃତ ଘୋଷଣା କରିଛନ୍ତି। ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି। 

ଆହୁରି ପଢନ୍ତୁ : ରାସ୍ତା କଡରେ ଠିଆ ହୋଇଥିବା ବେଳେ ଧକ୍କା ଦେଲା ସ୍କୁଟି : ଜଣେ ମୃତ, ଯୁବକ ଗୁରତର

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.