ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ଦକ୍ଷିଣ ମୋଡ଼ ନେବ ତିନ ରଥ
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ଟ୍ୟାଙ୍କର-ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ

Published By : Suraj Kumar | May 5, 2025 4:05 PM

ଜହ୍ନlପଙ୍କ, ୫/୫: : ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ପୋଡାବଲସ ଛକ ନିକଟରେ ଗୋଟିଏ ଟ୍ୟାଙ୍କର ଓ ବାଇକ ମଧ୍ୟରେ ମୁହଁlମୁହିଁ ଧକ୍କା ହୋଇଛି। ଏଥିରେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି l  ମୃତକ ଜଣକ ହେଲେ ବଡ ଖଲିଗାଁ ଗ୍ରାମର ସୁମନ୍ତ ରଣା ।

ପଦ୍ମନପୁର ଗ୍ରାମ ପଞ୍ଚାୟତ ବଡ ଖଲିଗାଁ ଗ୍ରାମର ସୁମନ୍ତ ରଣା ଏକ ବାଇକ ଯୋଗେ ବୌଦ୍ଧ ପଟରୁ ନିଜ ଗାଆଁକୁ ଫେରୁଥିଲେ। ଏହି ସମୟରେ ପୋଡା ବଲସ ନିକଟରେ ସାମ୍ନାରୁ ଆସୁଥିବା ଏକ ଟ୍ୟାଙ୍କର ସହ ମୁହଁlମୁହିଁ ଧକ୍କା ହୋଇଥିଲା | ଫଳରେ ଘଟଣା ସ୍ଥଳରେ ସୁମନ୍ତଙ୍କ ମୃତ୍ୟୁ ହୋଇଥିଲା l ଖବର ପାଇ ଜହ୍ନାପଙ୍କ ଫାଣ୍ଡି ଅଧିକାରୀ ପ୍ରାଣବନ୍ଧୁ ସାହୁ ଓ ବୌଦ୍ଧ ଆଇଆଇସି ରଂଜିତ କୁମାର ମୁନୀ ଘଟଣା ସ୍ଥଳରେ ପହଞ୍ଚି ଟ୍ୟାଙ୍କର ଓ ବାଇକକୁ ଜବତ କରି ମୃତଦେହକୁ ଏକ ଅଟୋ ଯୋଗେ ବ୍ୟବଚ୍ଛେଦ ପାଇଁ ବୌଦ୍ଧ ଡାକ୍ତରଖାନାକୁ ଆଣିଥିଲେ l ଟ୍ୟାଙ୍କର ଡ୍ରାଇଭର ଓ ହେଲପରକୁ ଜହ୍ନାପଙ୍କ ଫାଣ୍ଡିରେ ଅଟକ ରଖି ପୋଲିସ ତଦନ୍ତ କରୁଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.