ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଅଜଣା ଗାଡି ଧକ୍କାରେ ଜଣେ ମୃତ, ପରିଚୟ ଅସ୍ପଷ୍ଟ

ପାଟଣା, ୧୧/୦୬ : ଅଜଣା ଗାଡି ଧକ୍କାରେ ଜଣେ ମୃତ। କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ବାଉଁଶୁଳି-ଉଖୁଣ୍ଡା ରାସ୍ତାର ଭଅଁରପୁର ପୋଲ ଉପରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଥିବା ବେଳେ ରାସ୍ତା ଉପରେ ମୃତଦେହ ପଡିରହିଛି। ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ତୁରୁମୁଙ୍ଗା ପୋଲିସ ପହଁଞ୍ଚି ତଦନ୍ତ ଆରମ୍ଭ କରିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.