ପ୍ରମୂଖ ଖବର
  • ଆଜି ପିତୃ ଦିବସ: ବାପାଙ୍କ ପାଇଁ ଦିନଟିଏ, ବାପା ବିଶ୍ବାସର ବରଗଛ, ଭରଷାର ଭବିଷ୍ୟତ
  • ||
  • ଓଡ଼ିଶାରେ ନାକେଦମ୍ କରୁଛି ତାତି, କାଲିଠୁ ମିଳିବ ଆଶ୍ୱସ୍ତି: ୨୪ ସୁଦ୍ଧା ରାଜ୍ୟରେ ମୌସୁମୀ ବର୍ଷା ସମ୍ଭାବନା
  • ||

ଅଜଣା ଗାଡି ଧକ୍କାରେ ଜଣେ ମୃତ, ପରିଚୟ ଅସ୍ପଷ୍ଟ

ପାଟଣା, ୧୧/୦୬ : ଅଜଣା ଗାଡି ଧକ୍କାରେ ଜଣେ ମୃତ। କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ବାଉଁଶୁଳି-ଉଖୁଣ୍ଡା ରାସ୍ତାର ଭଅଁରପୁର ପୋଲ ଉପରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଥିବା ବେଳେ ରାସ୍ତା ଉପରେ ମୃତଦେହ ପଡିରହିଛି। ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ତୁରୁମୁଙ୍ଗା ପୋଲିସ ପହଁଞ୍ଚି ତଦନ୍ତ ଆରମ୍ଭ କରିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.