ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଏମ୍ସ ଛକରେ ମର୍ମନ୍ତୁଦ ଦୁର୍ଘଟଣା : ବାଇକ ଆରୋହୀଙ୍କ ଉପରେ ଚଢ଼ିଗଲା ଟ୍ରକ, ଜଣେ ମୃତ

ଭୁବନେଶ୍ବର,୫।୬ : ଏମ୍ସ ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ବାଇକ ଆରୋହୀଙ୍କ ଉପରେ ଚଢ଼ିଗଲା ସିମେଣ୍ଟ ବୋଝେଇ ଟ୍ରକ। ଦୁର୍ଘଟଣା ସ୍ଥଳରେ ବାଇକ ଆରୋହୀଙ୍କ ମୃତ୍ୟୁ। ମୃତକ ଜଣକ ହେଲେ  ବୀରନାରାୟଣ ବିକ୍ରମ କେଶରୀ ଶର୍ମା

 ବୁଲେଟ ନେଇ ବୀରନାରାୟଣ ବିକ୍ରମ କେଶରୀ ଶର୍ମା  ଯାଉଥିବା ବେଳେ ଭାରସାମ୍ୟ ହରାଇ  ରାସ୍ତାରେ ଗଳି ପଡ଼ୁଥିଲେ। ପଛରୁ ଆସୁଥିବା ଏକ ସିମେଣ୍ଟ ବୋଝେଇ ଟ୍ରକ ତାଙ୍କ ଉପରେ ଚଢିଯାଇଥିଲା। ଘଟଣାସ୍ଥଳରେ ବିକ୍ରମଙ୍କ ମୃତ୍ୟୁ ଘଟିଥିଲା। ଖବର ପାଇ ଖଣ୍ଡଗିରି ପୋଲିସ ପହଞ୍ଚି  ମୃତଦେହ ଜବତ କରି ତଦନ୍ତ ଜାରିରଖିଛି ।ଘଟଣାସ୍ଥଳରୁ ଟ୍ରକ୍‌ ଡ୍ରାଇଭର ଫେରାର ହୋଇଯାଇଛି।

ଆହୁରି ପଢନ୍ତୁ : ସିରିଜ ଦୁର୍ଘଟଣା : ୨ ମୃତ, ଜଣେ ଗୁରୁତର

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.