ପ୍ରମୂଖ ଖବର
  • ଆମେରିକା ବନାମ ଆୟର୍ଲାଣ୍ଡ ମ୍ୟାଚ୍‌ ବାତିଲ, ଟି-୨୦ ବିଶ୍ବକପରୁ ପାକିସ୍ତାନ ଆଉଟ୍
  • ||
  • ସମ୍ବଲପୁର: ଟେଲର ଦୋକାନରେ ପଶି ମା’ ଝିଅଙ୍କୁ ହାଣିଲେ ଦୁର୍ବୃତ୍ତ
  • ||
  • ହଟିବ ବ୍ରିଟିଶ ଆଇନ୍ , ଲାଗୁ ହେବ ଭାରତୀୟ ନିୟମ, ଜୁଲାଇରୁ ଲାଗୁ ହେବ ନୂଆ ପୁଲିସ ଆଇନ
  • ||
  • ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ୨୦୨୪: ଫ୍ଲୋରିଡାରେ ବନ୍ୟା, ୟୁଏସ୍‌ଏ-ଆୟର୍ଲାଣ୍ଡ୍‌ ମ୍ୟାଚ୍‌ ବାତିଲ ଆଶଙ୍କା
  • ||
  • ମଙ୍ଗଳବାର ଖୋଲିବ ସ୍କୁଲ: ପ୍ରଥମରୁ ଦିଆଯିବ ମଧ୍ୟାହ୍ନଭୋଜନ, ରୋଷେଇ ପୂର୍ବରୁ ସାମଗ୍ରୀ ଯାଞ୍ଚ କରିବାକୁ ନିର୍ଦ୍ଦେଶ
  • ||
  • ରଥଖଳା ହାଲ୍‌ଚାଲ୍‌...ପାଞ୍ଚ ଦେବ ଦମ୍ପତିଙ୍କୁ ଏକତ୍ର ପନ୍ତି ଅର୍ପଣ ସମ୍ପନ୍ନ, ଦଣ୍ଡାରେ ଲାଗିଲା ଆଗ-ପଛ ମୁହାଁଟ
  • ||
  • କୋଣାର୍କ ରାସ୍ତାରେ ଓଲଟିଲା ପିକଅପ୍ ଭ୍ୟାନ୍, ୨ ମୃତ ୧୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଅସ୍ଥାୟୀ ବାଚସ୍ପତି: ୧୮ ଓ ୧୯ରେ ବିଧାୟକଙ୍କ ଶପଥ ଉତ୍ସବ, ୨୦ରେ ବାଚସ୍ପତି ନିର୍ବାଚନ
  • ||
  • ଶୁକ୍ରବାର ଶ୍ରୀମନ୍ଦିର ନୀତି ସବ୍‌କମିଟି ଓ ଛତିଶା ନିଯୋଗ ବୈଠକ, ସ୍ନାନଯାତ୍ରା ନୀତି ନିର୍ଘଣ୍ଟକୁ ମିଳିବ ଅନୁମୋଦନ
  • ||
  • ରଜ ମଉଜକୁ ଫିକା କରିଦେବ ଗୁଳୁଗୁଳି, ଆସନ୍ତା ୨ ଦିନ ଯାଏ ତାତିରୁ ନାହିଁ ନିସ୍ତାର
  • ||

ଏମ୍ସ ଛକରେ ମର୍ମନ୍ତୁଦ ଦୁର୍ଘଟଣା : ବାଇକ ଆରୋହୀଙ୍କ ଉପରେ ଚଢ଼ିଗଲା ଟ୍ରକ, ଜଣେ ମୃତ

ଭୁବନେଶ୍ବର,୫।୬ : ଏମ୍ସ ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ବାଇକ ଆରୋହୀଙ୍କ ଉପରେ ଚଢ଼ିଗଲା ସିମେଣ୍ଟ ବୋଝେଇ ଟ୍ରକ। ଦୁର୍ଘଟଣା ସ୍ଥଳରେ ବାଇକ ଆରୋହୀଙ୍କ ମୃତ୍ୟୁ। ମୃତକ ଜଣକ ହେଲେ  ବୀରନାରାୟଣ ବିକ୍ରମ କେଶରୀ ଶର୍ମା

 ବୁଲେଟ ନେଇ ବୀରନାରାୟଣ ବିକ୍ରମ କେଶରୀ ଶର୍ମା  ଯାଉଥିବା ବେଳେ ଭାରସାମ୍ୟ ହରାଇ  ରାସ୍ତାରେ ଗଳି ପଡ଼ୁଥିଲେ। ପଛରୁ ଆସୁଥିବା ଏକ ସିମେଣ୍ଟ ବୋଝେଇ ଟ୍ରକ ତାଙ୍କ ଉପରେ ଚଢିଯାଇଥିଲା। ଘଟଣାସ୍ଥଳରେ ବିକ୍ରମଙ୍କ ମୃତ୍ୟୁ ଘଟିଥିଲା। ଖବର ପାଇ ଖଣ୍ଡଗିରି ପୋଲିସ ପହଞ୍ଚି  ମୃତଦେହ ଜବତ କରି ତଦନ୍ତ ଜାରିରଖିଛି ।ଘଟଣାସ୍ଥଳରୁ ଟ୍ରକ୍‌ ଡ୍ରାଇଭର ଫେରାର ହୋଇଯାଇଛି।

ଆହୁରି ପଢନ୍ତୁ : ସିରିଜ ଦୁର୍ଘଟଣା : ୨ ମୃତ, ଜଣେ ଗୁରୁତର

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.