ପ୍ରମୂଖ ଖବର
  • ବାଜିଲା ବିଗୁଲ; ଜୁନ୍ ୧୯ରେ ୪ ରାଜ୍ୟର ୫ ବିଧାନସଭା ଆସନରେ ଉପନିର୍ବାଚନ, ଏହି ଦିନ ରେଜଲ୍ଟ
  • ||
  • Mann ki Baat; ସାହସ ଓ ସଂକଳ୍ପର ପ୍ରତୀକ 'ଅପରେସନ୍ ସିନ୍ଦୂର, ଆତଙ୍କବାଦ ଶେଷ ଭାରତର ସଂକଳ୍ପ କହିଲେ ପ୍ରଧାନମନ୍ତ୍ରୀ
  • ||
  • ରଥଯାତ୍ରା ପ୍ରସ୍ତୁତି: ରଥଖଳାରେ ପହଞ୍ଚିଲା ୩୨ଟି ୪୦ ଫୁଟିଆ କାଠ
  • ||
  • ଭଦ୍ରକ : ନିଆଁ ଲାଗି ଜଳିଗଲା ୬ ବଖରା ଘର, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ନଷ୍ଟ
  • ||
  • ବିଶ୍ୱର ୪ର୍ଥ ସର୍ବବୃହତ ଅର୍ଥନୈତିକ ଦେଶ ଭାରତ, ଜାପାନକୁ ଟପିଲା
  • ||
  • IPL 2025: ଆଜି ଚେନ୍ନାଇ- ଗୁଜରାଟ ମଧ୍ୟରେ ଶେଷ ଲିଗ୍‌ ମ୍ୟାଚ୍‌, ଟାଇଟନ୍ସ ପାଇଁ ଗୁରୁତ୍ୱପୂର୍ଣ୍ଣ
  • ||
  • ନନ୍ଦନକାନନ ପ୍ରାଣୀ ଉଦ୍ୟାନ ପାଇଁ ଖୁସି ଖବର, ଅଣ୍ଡାରୁ ଫୁଟି ବାହାରିଲେ ୧୪ ଘଡ଼ିଆଲ ଛୁଆ
  • ||
  • ଭାରତ ପ୍ରହାରରେ ଥରହର ପାକିସ୍ତାନ; ପ୍ରତିରକ୍ଷା ବଜେଟ୍ ବଢାଇବାକୁ ପ୍ଲାନ୍‌, କହିଲା ଆମ ପଡ଼ୋଶୀ...
  • ||
  • ସମ୍ବଲପୁର ବୁର୍ଲା ଥାନା ଲଡୁଖାଇ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକକୁ ପିଟିଲା କାର୍‌, ୨ ମୃତ, ୨ ଗୁରୁତର
  • ||
  • ରବିବାର ଏନ୍‌ଡିଏ ମୁଖ୍ୟମନ୍ତ୍ରୀଙ୍କ ସମ୍ମିଳନୀ,ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ, ଫୋକସରେ ଭାରତ- ପାକ୍ ତିକ୍ତତା
  • ||
  • ମଞ୍ଚେଶ୍ୱର ଶିଳ୍ପାଞ୍ଚଳରେ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ଜଳିଗଲା ଗଦି ତିଆରି କାରଖାନା, ୧୦କୋଟି ଟଙ୍କାର ସମ୍ପତ୍ତି ନଷ୍ଟ
  • ||
  • ୫ ଦିନରେ ଓଡ଼ିଶାରେ ମୌସୁମୀ: ଏବେ ଝିପିଝିପି, ୨୭ରୁ ୩୦ ଯାଏଁ ଅଧିକ ବର୍ଷା ସମ୍ଭାବନା, ଜୁନ୍ ପୁଣି ଗରମ
  • ||

ଅଜଣା ଗାଡ଼ି ଧକ୍କାରେ ବାଇକ ଚାଳକ ମୃତ

Published By : Suraj Ku Rath | May 24, 2025 6:20 PM

ଗୋପାଳପୁର,  ୨୪/୫:  ଡୁରା ଓଭର ବ୍ରିଜ ନିକଟସ୍ଥ ଭକ୍ତ ସାଲବେଗ ଛକ ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ ବାଇକ ଚାଳକ ଘଟଣା ସ୍ଥଳରେ ମୃତ୍ୟୁ ଘଟିଛି। ଫଳରେ ଜାତୀୟ ରାଜପଥ ପ୍ରାୟ ଏକ ଘଣ୍ଟା ଧରି ଜାମ ରହିଥିଲା। ଖବର ପାଇ ଗୋପାଳପୁର ପୁଲିସ , ଟ୍ରାଫିକ ଓ ଏନ୍ ଏଚ ପେଟ୍ରୋଲିଂ ଗାଡ଼ି ଘଟଣା ସ୍ଥଳରେ ପହଞ୍ଚି ଟ୍ରାଫିକ ନିୟନ୍ତ୍ରଣ କରିଥିଲେ। ପୋଲିସ ମୃତଦେହ ଜବତ କରି ବ୍ୟବଛେଦ ପାଇଁ ପଠାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.