ପ୍ରମୂଖ ଖବର
  • କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୩୮କୁ ବୃଦ୍ଧି, ଆହୁରି ବଢ଼ିପାରେ
  • ||
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ଚଡ଼କ ଯାତ୍ରାରେ ପୋଖରୀରେ ବୁଡି ଭକ୍ତ ମୃତ

Published By : Suraj Kumar | April 10, 2025 8:27 PM

ଭୋଗରାଇ,୧୦।୪  ; ଚନ୍ଦନେଶ୍ବର ଚଡ଼କ ଯାତ୍ରାରେ ପୋଖରୀରେ ବୁଡି ଜଣେ ଭକ୍ତଙ୍କ ମୃତ୍ୟୁ ଘଟିଛି । ମୃତକ ଜଣଙ୍କ ହେଲେ ପଶ୍ଚିମବଙ୍ଗର ସୁମନ୍ତ ଜେନା । ଚନ୍ଦନେଶ୍ବର ଚଡ଼କ ଯାତ୍ରାରେ ପୋଖରୀରେ ବୁଡି ପଶ୍ଚିମବଙ୍ଗର ସୁମନ୍ତ ଜେନା ସଂଜ୍ଞାହୀନ ହୋଇ ପଡିଥିଲେ।  ସଂଜ୍ଞାହୀନ ଅବସ୍ଥାର ପୋଖରୀରୁ ଉଦ୍ଧାର କରି ପ୍ରଥମେ ପ୍ରାଥମିକ ଚିକିତ୍ସା କରାଯାଇ ଥିଲା। ଗୁରତର ହେବାରୁ ତାଙ୍କୁ ପଡୋଶୀ ପଶ୍ଚିମବଙ୍ଗ ଦିଘା ହସ୍ପିଟାଲକୁ ନିଆଯାଇଥିଲା। ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ।  

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.