ପ୍ରମୂଖ ଖବର
  • ଭୁବନେଶ୍ୱର : ଗଣେଶ ପୂଜା ମଣ୍ଡପରେ ବୁଲିଲା ଖଣ୍ଡା, ଅଭିଯୁକ୍ତ ଗିରଫ
  • ||
  • ଲମତାପୁଟ : ପାଣି ପଶି ବନ୍ଦ ହୋଇଥିଲା ବିଦ୍ୟୁତ ଉତ୍ପାଦନ, ପାଞ୍ଚ ଦିନ ପରେ ଆରମ୍ଭ ହେଲା ମାଛକୁଣ୍ଡ ଜଳବିଦ୍ୟୁତ ପ୍ରକଳ୍ପ
  • ||
  • ଭୁବନେଶ୍ଵର : 'ମୋ ସ୍କୁଲ୍‌ ଅଭିଯାନ' ଏବେ ‘ପଞ୍ଚଶଖା ଶିକ୍ଷା ସେତୁ’, ନାଁ ବଦଳାଇଲେ ସରକାର
  • ||
  • ପାରାଦ୍ଵୀପ : ସଭାଗୃହରେ ଠେଲାପେଲା, ଘଟଣାକୁ ନେଇ କୁଜଙ୍ଗ ଥାନାରେ ୩ ଏତଲା
  • ||
  • ପାଟଣା : ପୋଖରୀରେ ଭାସୁଛି ଯୁବକଙ୍କ ମୃତଦେହ, କାରଣ ଅସ୍ପଷ୍ଟ
  • ||
  • କାଠଯୋଡ଼ି ନଦୀରେ ଭାସିଗଲେ ବୃଦ୍ଧ, ଅଗ୍ନିଶମ ବାହିନୀର ସର୍ଚ୍ଚ ଅପରେସନ ଜାରି
  • ||
  • ପୁରୁଷ ଏସିଆନ୍‌ ଚାମ୍ପିଅନ୍ସ ଟ୍ରଫି: ଆଜି ଭାରତ-ପାକିସ୍ତାନ ଲଢ଼େଇ
  • ||
  • ସୁବର୍ଣ୍ଣପୁର : ନାଳରେ ଭାସୁଛି ମଲା କୁକୁଡ଼ା, କିଏ ପକାଇଲା ତାକୁ ନେଇ ଚର୍ଚ୍ଚା
  • ||
  • ଚିଲିକା ମଝିରେ ଫସିଲା ଯାତ୍ରୀବାହୀ ଡଙ୍ଗା, ଉଦ୍ଧାର କାର୍ଯ୍ୟ ଆରମ୍ଭ
  • ||
  • କରଞ୍ଜିଆ : ଜେଲ୍ ମାନୁଆଲକୁ ଉଲଙ୍ଘନ କରିବା ପଡ଼ିଲା ମହଙ୍ଗା, ଜେଲ୍ ୱାର୍ଡର ସ୍ୱାଗତ ରଥ ସସ୍‌ପେଣ୍ଡ
  • ||
  • ପ୍ରଥମ ମଙ୍କିପକ୍ସ ଟିକାକୁ ଡବ୍ଲ୍ୟୁଏଚ୍‌ଓ ମଞ୍ଜୁରି, ୪ ସପ୍ତାହ ବ୍ୟବଧାନରେ ୨ଟି ଡୋଜ୍‌ ନେବେ ୧୮ ବର୍ଷରୁ ଊଦ୍ଧ୍ୱର୍
  • ||
  • ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଲୀଳା: କଂସକୁ ମାରିଲେ ଶ୍ରୀକୃଷ୍ଣ, ରାଜା ହେଲେ ଉଗ୍ରସେନ
  • ||
  • ଭଞ୍ଜନଗର : ଗଣେଶ ଭସାଣି ବେଳେ ଗଣ୍ଡଗୋଳ, ଦୁଇ ଗୋଷ୍ଠୀ ମଧ୍ୟରେ ଟେକାପଥର ମାଡ଼
  • ||
  • ଏ ବର୍ଷ ହାଡ଼ଭଙ୍ଗା ଶୀତ, ଡିସେମ୍ବର-ଜାନୁଆରୀରେ ଥଣ୍ଡା ପ୍ରକୋପ ଅଧିକ: IMD
  • ||
  • ବଙ୍ଗୋପସାଗରରେ ଅବପାତର ରୂପ ନେବ ଲଘୁଚାପ ! ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା, ମୟୂରଭଞ୍ଜକୁ ରେଡ୍ ଆଲର୍ଟ
  • ||

ବନ୍ଧୁ ଘରୁ ଫେରୁଥିଲେ, ହାତୀ ଆକ୍ରମଣରେ ଚାଲିଗଲା ଜୀବନ

 ହରଭଙ୍ଗା,୧୮।୬ :  ଦଳି ଦେଲା ଦନ୍ତା ହାତୀ, ଘଟଣା ସ୍ଥଳରେ ଜଣଙ୍କର ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ବୌଦ୍ଧ ବନଖଣ୍ଡ ଅଧିନସ୍ଥ ମାଧପୁର ରେଞ୍ଜ ଅନ୍ତର୍ଗତ ପୋଢ଼ହଳ ସଂରକ୍ଷିତ ଜଙ୍ଗଲରେ । ମୃତକ ଜଣକ  ବାରିଙ୍ଗ ଗୁରାପଡ଼ା ସାହିର ୫୦ ବର୍ଷୀୟ କାଶୀନାଥ ପ୍ରଧାନ । 

ସୂଚନା ମୁତାବକ କାଶୀନାଥ ନକଟସ୍ତ ସୁଲୁଗାଁ କୁ ଏକ ସମ୍ପର୍କୀୟ ଘରକୁ କୁଣିଆ ଯାଇ ଫେରୁଥିବା ସମୟରେ ଦନ୍ତା ହାବୁଡ଼ରେ ପଡି ଯାଇଥିଲେ । ହାତୀ ଆକ୍ରମଣରେ ତାଙ୍କର ମୃତ୍ୟୁ ଘଟିଥିଲା। ଏପଟେ ଘର ଲୋକ ବହୁତ୍ ଖୋଜାଖୋଜି କରିବା ପରେ ପୋଢ଼ହଳ ସଂରକ୍ଷିତ ଜଙ୍ଗଲର ବାରିଙ୍ଗ- ଲେଙ୍ଗାରପାଯୁ ଜଙ୍ଗଲିଆ ରାସ୍ତା ନିକଟରେ ମୃତ ଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ । ପାଖରେ ହାତୀ ପଲ୍ ଥିବାରୁ ସ୍ଥାନୀୟ ରେଞ୍ଜ ଅଧିକାରୀ ଙ୍କୁ ଖବର ଦେଇଥିଲେ । ଘଟଣା ସ୍ଥଳରେ  ବନ କର୍ମଚାରୀ ପହଞ୍ଚି ମୃତ ଦେହକୁ ଉଦ୍ଧାର କରିଥିବା ଜଣା ପଡ଼ିଛି  l 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.