ପ୍ରମୂଖ ଖବର
  • ପୁରୀ: ନବଦିନାତ୍ମକ ଯାତ୍ରା ସାରି ବାହୁଡିବେ ନୀଳାଦ୍ରିନାଥ, ବାହୁଡ଼ାଦିଅଁଙ୍କ ପହଣ୍ଡି ବିଜେ
  • ||
  • ସୁନ୍ଦରଗଡ଼: ପ୍ରେମ କଳିକୁ ନେଇ ଡବଲ ମର୍ଡର, ପ୍ରେମିକା ଓ ତାର ସହପାଠୀକୁ ଛୁରୀ ଭୁସି ହତ୍ୟା କଲା ଡ୍ରାଇଭର୍ ପ୍ରେମିକ
  • ||
  • ଭୁବନେଶ୍ୱର: କଳାଭୂମି ନିକଟରେ ବୃଦ୍ଧଙ୍କ ଉପରେ ମାଡିଗଲା ବାଲି ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ୱିମ୍ବଲଡନ ଟାଇଟଲ ଲଢ଼େଇ: ଭେଟେରାନ ଜୋକୋଭିକଙ୍କୁ ହରାଇ କାର୍ଲୋସ ଅଲକାରାଜ ଚାମ୍ପିଅନ୍
  • ||
  • ସୋମବାରଠୁ ସିବିଏସ୍‌ଇ ସପ୍ଲିମେଣ୍ଟାରୀ ପରୀକ୍ଷା, ଉଭୟ ଦଶମ ଓ ଦ୍ୱାଦଶ ଛାତ୍ରଛାତ୍ରୀ ଦେବେ ଏକ୍ସଜାମ୍
  • ||
  • ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ: ଆଜି ଦକ୍ଷିଣ- ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଜନ୍ମବେଦିରୁ ଶ୍ରୀମନ୍ଦିରକୁ ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି: ୧୨ଟାରେ ପହଣ୍ଡି, ୪ଟାରେ ରଥ ଟଣା
  • ||

ବଜ୍ରପାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

ରାସୋଳ,୨୭।୬ : କାମ କରି ଘରକୁ ଫେରୁଥିବା ସମୟରେ ବଜ୍ରପାତରେ ଚାଲିଗଲା ଜୀବନ I I ମୃତ ଯୁବକ ହେଲେ ରାସୋଳ ଥାନା ଚିତ୍ତଳପୁର ଗ୍ରାମର ମୋହନ ବେହେରା I 

ମୋହନ ଦିନ ମଜୁରିଆ ଭାବରେ କାମ କରନ୍ତି I ସେ ଆଜି ନିକଟସ୍ଥ ଖଜୁରିଆକଟା ବଜ଼ାରକୁ କାମ କରିବାକୁ ଯାଇଥିଲେ I କାମ ସାରି ଘରକୁ ଫେରିବା ସମୟରେ ଜୋରରେ ବିଜୁଳି ଘଡଘଡି ସହ ବର୍ଷା ହୋଇଥିଲା I ସେହି ସମୟରେ ମୋହନଙ୍କୁ ବଜ୍ରପାତ ହୋଇଥିଲା ତେଣୁ ସେ ଅଚେତ ହୋଇ ତଳେ ପଡି ଯାଇଥିଲେ I ସ୍ଥାନୀୟ ଲୋକ  ନିକଟସ୍ଥ ଖଜୁରିଆକଟା ମେଡିକାଲକୁ ନେଇଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ I

News7 Is Now On WhatsApp Join And Get Latest News Updates Delivered To You Via WhatsApp

Rath Yatra

Copyright © 2024 - Summa Real Media Private Limited. All Rights Reserved.